କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଏସ ୟେଦୁରପ୍ପା
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଏସ ୟେଦୁରପ୍ପା
କର୍ଣ୍ଣାଟକ : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦୁରପ୍ପା ତାଙ୍କ ପଦରୁ ଇସ୍ତଫା ଘୋଷଣା କରିଛନ୍ତି । ୟେଦୁରପ୍ପା ମଧ୍ୟାହ୍ନ ଭୋଜନ ପରେ ରାଜ୍ୟପାଳଙ୍କ ନିକଟରେ ଇସ୍ତଫା ଦେବେ। ୟେଦୁରପ୍ପା ନିଜେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି, 'ମୁଁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛି । ମୁଁ ଅପରାହ୍ନରେ ରାଜ୍ୟପାଳଙ୍କୁ ଭେଟିବି। ଏଠାରେ ସୂଚନା ଥାଉକି ଆଜି ତାଙ୍କ ସରକାରକୁ ଦୁଇ ବର୍ଷ ପୂରଣ ହେଉଛି ।

ତାଙ୍କ ଭାଷଣରେ ସେ କହିଛନ୍ତି, "ଯେତେବେଳେ (ଅଟଳ ବିହାରୀ ବାଜପେୟୀ) ପ୍ରଧାନମନ୍ତ୍ରୀ ଥିଲେ ସେ ମୋତେ କେନ୍ଦ୍ରରେ ମନ୍ତ୍ରୀ ହେବାକୁ କହିଥିଲେ । କିନ୍ତୁ ମୁଁ କହିଲି ଯେ ମୁଁ କର୍ଣ୍ଣାଟକରେ ରହିବି।" କର୍ଣ୍ଣାଟକରେ ବିଜେପିକୁ ଅଧିକ ଶକ୍ତିଶାଳୀ କରାଯାଇଛି ବୋଲି ଏହି 78 ବର୍ଷୀୟା ୟେଦୁରପ୍ପ୍ା କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, "ଏହା ମୋ ପାଇଁ ସର୍ବଦା ଏକ ଅଗ୍ନିପରୀକ୍ଷା ଥିଲା ।
More From
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ଉପଭୋକ୍ତାମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ୱର ଜାରି କଲେ ଗ୍ୟାସ୍ କମ୍ପାନୀ -
ପୁଣି ଖସିଲା ସୁନା-ରୂପା ରେଟ୍ -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
'ଭାରତର DNAରେ ବିଜୟ ରହିଛି, ପାକିସ୍ତାନ ଉପରେ ରାଗି ଗଲେ ପୂର୍ବତନ ଖେଳାଳି -
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ? -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ












Click it and Unblock the Notifications