ଲୋକସଭା ନିର୍ବାଚନ ୨୦୨୪: ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ନୀତିନ ଗଡକରୀ, ବିରାଟ ସମାବେଶକୁ ସମ୍ବୋଧିତ କରିବେ

ପୁରୀରେ ନୀତିନ ଗଡକରୀ । ପୁରୀରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ । ପ୍ରଥମେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଛନ୍ତି ।

nitin gadkari

ଏହାପରେ ଶ୍ରୀମନ୍ଦିରରୁ ବାହାରି ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବାସଗୃହକୁ ଯିବେ ନୀତିନ ଗଡକରୀ । ଅପରାହ୍ଣରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ବିଜେପିର ପ୍ରଚାର ବିରାଟ ସମାବେଶକୁ ସମ୍ବୋଧିତ କରିବେ । ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଷ୍ଟାର କ୍ୟାମ୍ପେନର ନୀତିନ ଗଡକରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+