Get Updates
Get notified of breaking news, exclusive insights, and must-see stories!

ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କୁ ଭେଟିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଦେଶର ସର୍ବୋଚ୍ଚ ପଦବୀ ପାଇଁ ତାଙ୍କ ନାଁ ଘୋଷଣା କରିଥିବାରୁ ସେ ଉଭୟଙ୍କୁ ଧନ୍ୟବାଦ ଦେଇଛନ୍ତି ।

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଦେଶର ସର୍ବୋଚ୍ଚ ପଦବୀ ପାଇଁ ତାଙ୍କ ନାଁ ଘୋଷଣା କରିଥିବାରୁ ସେ ଉଭୟଙ୍କୁ ଧନ୍ୟବାଦ ଦେଇଛନ୍ତି ।

Draupadi Murmu

ସୂଚନାଯୋଗ୍ୟ ଯେ, ଆଜି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ । ଦିଲ୍ଲୀରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଏବଂ ଗୃହ ମନ୍ତ୍ରୀଙ୍କୁ ଭେଟିଛନ୍ତି । ଆସନ୍ତା କାଲି ନାମାଙ୍କନ ପତ୍ର କରିବେ ଦାଖଲ । ଏହି ସମୟରେ ଓଡିଶାର ଦୁଇ କ୍ୟାବିନେଟ୍ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ପ୍ରସ୍ତାବକ ସାଜିବେ । ସେହିପରି ନାମାଙ୍କନ ଦାଖଲ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି ।

ସୂଚନାଯୋଗ୍ୟ, ବିରୋଧୀ ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଯଶଓ୍ବନ୍ତ ସିହ୍ନାଙ୍କ ନାଁ ଘୋଷଣା କରାଯାଇଥିଲା । ଏହାପରେ ଏନଡିଏରୁ କିଏ ରାଷ୍ଟ୍ରପତି ପ୍ରାର୍ଥୀ ହେବ ତାକୁ ନେଇ ଚର୍ଚ୍ଚା ବଢି ଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+