ବିଜେଡି ଛାଡ଼ି ବିଜେପିରେ ଯୋଗଦେଲେ ଧନେଶ୍ୱର ମାଝୀ
ବିଜେଡି ଛାଡ଼ି ବିଜେପିରେ ଯୋଗଦେଲେ ଧନେଶ୍ୱର ମାଝୀ । ପୂର୍ବତନ ବିଧାୟକ ଓ ରାଜ୍ୟସଭା ସାଂସଦ ଧନେଶ୍ୱର ମାଝୀ ହୋଇଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ବିଜେପିରେ ଯୋଗଦେଲେ । କେସିଙ୍ଗା ଓ ନର୍ଲାରୁ ୫ ଥର ବିଧାୟକ ନିର୍ବାଚିତ ହୋଇଥିଲେ । ଥରେ ନିର୍ବାଚିତ ହୋଇ ରାଜ୍ୟସଭା ଯାଇଥିଲେ ଧନେଶ୍ୱର।













Click it and Unblock the Notifications