ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ

ବିଜେଡି ଛାଡ଼ିଲେ ଆକାଶ ଦାସ ନାୟକ । ଯାଜପୁର କୋରେଇ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ ବିଜେଡ଼ି ଛାଡ଼ିଛନ୍ତି। ନିର୍ବାଚନୀ ମାହୋଲ ଭିତରେ ଏବେ ବିଭିନ୍ନ ରାଜନେତା ମୂଳ ଦଳ ଛାଡ଼ୁଥିବା ଦେଖିବାକୁ ମିଳୁଛି । ଏହି କ୍ରମରେ ବିଜେଡି ଛାଡ଼ିଛନ୍ତି ଆକାଶଦାସ ନାୟକ । ଆକାଶଦାସ ନାୟକ ହେଉଛନ୍ତି ଯାଜପୁର ଜିଲ୍ଲା କୋରେଇର ପୂର୍ବତନ ବିଧାୟକ ।

ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି ଧନେଶ୍ୱର ମାଝୀ । ପୂର୍ବତନ ବିଧାୟକ ଓ ରାଜ୍ୟସଭା ସାଂସଦ ଧନେଶ୍ୱର ମାଝୀ ହୋଇଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ବିଜେପିରେ ଯୋଗଦେଲେ । କେସିଙ୍ଗା ଓ ନର୍ଲାରୁ ୫ ଥର ବିଧାୟକ ନିର୍ବାଚିତ ହୋଇଥିଲେ । ଥରେ ନିର୍ବାଚିତ ହୋଇ ରାଜ୍ୟସଭା ଯାଇଥିଲେ ଧନେଶ୍ୱର।

Akash Dasnayak

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂହ ଭୋଇ ଆଜି ବିଜେଡିରେ ସାମିଲ ହୋଇଛନ୍ତି । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବ‌ରେ ସେ ବିଜେଡିରେ ସାମିଲ ହୋଇଛନ୍ତି । ଏହି ସମୟରେ ମନ୍ତ୍ରୀ ଟୁକୁନି ସାହୁ ଓ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ସୁରେନ୍ଦ୍ର ବଲାଙ୍ଗୀର ଜିଲ୍ଲା ସଭାପତି ଥିଲେ । ସେ ଗୁରୁବାର କଂଗ୍ରେସ ଛାଡ଼ିଥିଲେ । ଶ୍ରୀ ଭୋଇ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ସେ ବଲାଙ୍ଗୀର ଜିଲ୍ଲା କଂଗ୍ରେସ କମିଟିର ସଭାପତି ପଦ ମଧ୍ୟ ଛାଡ଼ିଥିଲେ । ଏଥି ସହିତ ସେ ନିଜର ଇସ୍ତଫା ପତ୍ରକୁ ପିସିସି ସଭାପତିଙ୍କ ଜରିଆରେ ଅଖିଳ ଭାରତୀୟ କଂଗ୍ରେସ କମିଟିର ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ପଠାଇଥିଲେ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+