Big Breaking: କଂଗ୍ରେସରୁ ଇସ୍ତଫା ଦେଲେ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ବାଳ

କଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ବାଳ । ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ୨୦୧୪ରୁ ୨୦୧୯ ଯାଏଁ ଜଗତସିଂହପୁର ବିଧାୟକ ଥିଲେ।

ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ୨୦୧୪ରୁ ୨୦୧୯ ଯାଏଁ ଜଗତସିଂହପୁରରୁ ବିଧାୟକ ଥିଲେ । ୨୦୦୪ରୁ ୨୦୦୯ ତିର୍ତ୍ତୋଲରୁ ବିଧାୟକ ଥିଲେ ।

ବିଧାନସଭାରେ ବିରୋଧୀ ଦଳ ଉପନେତା ମଧ୍ୟ ଥିଲେ ଚିରଞ୍ଜୀବ। ତେବେ ଆଜି ସେ ହଠାତ୍ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ତା

Chiranjib Biswal
ଙ୍କ ଇସ୍ତଫା ନେଇ ବହୁ ଦିନରୁ ଚର୍ଚ୍ଚା ହେଉଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+