ବିଜେପିରେ ମିଶିଲେ ଭାଇରାଲ କାରଖାନା ଭାଉଜ; ରାଜଧାନୀର ବିଭିନ୍ନ ସ୍ଥାନରେ କାରରେ ଖାଇବା ବିକ୍ରୀ ଚର୍ଚ୍ଚାରେ ଥିଲେ

ବିଜେପିରେ ଭାଇରାଲ୍ ଭାଉଜ । ଭୁବନେଶ୍ୱରରେ କାରରେ ଖାଦ୍ୟ ପରସି ଚର୍ଚ୍ଚାରେ ଥିବା କାରଖନା ଭାଉଜ (ଦୁଇ ଯା') ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି ଓ ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ଉପସ୍ଥିତିରେ ବିଜେପିରେ ମିଶିଛନ୍ତି ଦୁଇ ଯା' ।

ଏବେ ରାମ ମନ୍ଦିର ନିକଟରେ କାର-ଖାନା ଖୋଲିଛନ୍ତି ଏହି ଦୁଇ ଯା' । ପୂର୍ବରୁ ରାଜଧାନୀର ବିଭିନ୍ନ ସ୍ଥାନରେ କାରରେ ଆସି ଖାଦ୍ୟ ବିକ୍ରି କରୁଥିଲେ । ଦୁଇ ଯା'ଙ୍କ କାରରେ ଖାଦ୍ୟ ବିକ୍ରି କରିବାକୁ ନେଇ ବେଶ୍ ବିବାଦ ମଧ୍ୟ ହୋଇଥିଲା ।

kar khan bhauja

ଆଜି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦଳରେ ମିଶିଛନ୍ତି । ଏହି ଦୁଇ ଯା' ସୋସିଆଲ ମିଡିଆରେ ବେଶ୍ ସକ୍ରିୟ । ଏବେ ଦୁଇ ଯା' ବିଜେପିରେ ସାମିଲ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+