ଓଡ଼ିଶା ବିଧାନସଭା ନିର୍ବାଚନ: କାଲି ଆସିବେ ରାଜନାଥ ସିଂ ଓ ବିଷ୍ଣୁଦେଓ ସାଏ, ୯ ରେ ଗଡ଼କରୀ ଓ ହିମନ୍ତ ବିଶ୍ବଶର୍ମା

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପିର ୨ ବରିଷ୍ଠ ନେତା । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କାଲି ଓଡ଼ିଶା ଆସିବେ । ଭବାନୀପାଟଣା, ରାୟଗଡ଼ାରେ ସେ ସଭା କରିବେ । ସେହିପରି ନବରଙ୍ଗପୁର ଆସିବେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ।

ଆସନ୍ତା ୯ ତାରିଖରେ ଓଡ଼ିଶା ଆସିବେ ବିଜେପିର ୨ ବରିଷ୍ଠ ନେତା । ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ପୁରୀ ଜିଲ୍ଲାରେ ସଭା କରିବେ । ପୁରୀ ଓ କୃଷ୍ଣପ୍ରସାଦରେ ସମାବେଶରେ ଯୋଗଦେବେ ଗଡ଼କରୀ । ସେହିପରି ମାଲକାନଗିରି, ଚିତ୍ରକୋଣ୍ଡା, ଖଲ୍ଲିକୋଟରେ ସଭା କରିବେ ହିମନ୍ତ ବିଶ୍ବଶର୍ମା

ମୋଦୀ କାଲି କହିଛନ୍ତି , ସମସ୍ତ ଘୋଷଣା କାର୍ଯ୍ୟକାରୀ କରିବା ମୋଦିର ଗ୍ୟାରେଣ୍ଟି । ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି । ଜୁନ୍‌ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ । ଜୁନ୍‌ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ହେବ ।

ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ନିମନ୍ତ୍ରଣ ଦେବାକୁ ଆସିଛି । ଓଡ଼ିଶାରେ ବିଜେଡି ଅସ୍ତ ହେଉଛି, କଂଗ୍ରେସ ଅତୀତ ହୋଇଛି ।
ଓଡ଼ିଶାରେ କେବଳ ବିଜେପି ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି ।

Odisha Assembly Elections

ଓଡ଼ିଶା ପାଖରେ ପ୍ରଚୁର ପାଣି, ଉର୍ବର ଜମି, ଜମି ତଳେ ଖଣିଜ ଭଣ୍ଡାର ଅଛି । ଓଡ଼ିଶାକୁ ମହାପ୍ରଭୁ ପ୍ରାକୃତିକ ସଂପଦରେ ଭରି ଦେଇଛନ୍ତି ।
ଏତେ ଧନୀ ଓଡ଼ିଶାର ଲୋକ କାହିଁକି ଗରିବ ରହିଛନ୍ତି । ପ୍ରଥମେ କଂଗ୍ରେସ ଓ ପରେ ବିଜେଡି ନେତାଙ୍କ ଲୁଟ୍‌ ଏହି ପାପ ପାଇଁ ଦାୟୀ ।
। ମୁଖ୍ୟମନ୍ତ୍ରୀଙ୍କ ଏହି ଜିଲ୍ଲାରୁ ସର୍ବାଧିକ ଶ୍ରମିକ ଦାଦନ ଯାଉଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+