2024 ନିର୍ବାଚନରେ ଫ୍ରଣ୍ଟ ଫୁଟରେ ଖେଳିବ କଂଗ୍ରେସ, ଆଗୁଆ ଘୋଷଣା କରିବ ଟିକେଟ୍
2024 Elections: ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନକୁ ନେଇ ଆକ୍ଟିଭ୍ ମୋଡ଼୍ ରେ ରାଜ୍ୟ କଂଗ୍ରେସ । ଓଡ଼ିଶା କଂଗ୍ରେସ ଏଥର ଫ୍ରଣ୍ଟ ଫୁଟରେ ଖେଳିବା ମନୋବୃତ୍ତିରେ ରହିଛି । ଆଗୁଆ ରଣନୀତି ପ୍ରସ୍ତୁତ କରିବା ସହ ଜଳ ନିଜର ପ୍ରଚାର ଆରମ୍ଭ କରିଦେଇଛି । ଏପରିକି ଡ଼ ଅଜୟ କୁମାର ଓଡ଼ିଶା ପ୍ରଦେଶ କଂଗ୍ରେସ ଦାୟିତ୍ୱ ନେବା ପରଠାରୁ ଆକ୍ରମଣାତ୍ମକ ମୁଡ୍ ରେ ରହିଛି ଦଳ ।

ଏହି ସମୟରେ 2024 ନିର୍ବାଚନକୁ ନେଇ ବଡ଼ ବୟାନ ଦେଇଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । 2024 ନିର୍ବାଚନ ପାଇଁ କଂଗ୍ରେସର 60-70 ଟିକେଟ ଫାଇନାଲ ହୋଇସାରିଛି । 9 ଜଣ ବିଧାୟକଙ୍କୁ ଟିକେଟ ମିଳିବା ନିଶ୍ଚିତ ।
ସବୁଠୁ ବଡ କଥା ହେଉଛି, ଏଥ କଂଗ୍ରେସ ଆଗୁଆ ଟିକେଟ ଦେବ । ଆସନ୍ତା ଫେବ୍ରୁଆରୀରେ କଂଗ୍ରେସ ଆଗୁଆ ଟିକେଟ ଦେବ ବୋଲି କହିଛନ୍ତି ତାରା ବାହିନୀପତି ।
ଏହା ସହ ଆସନ୍ତା ଫେବୃଆରୀରେ ରାହୁଲ ଗାନ୍ଧୀଙ୍କ ସମେତ ଅନେକ କଂଗ୍ରେସର ଅନେକ କେନ୍ଦ୍ରୀୟ ନେତୃତ୍ୱ ଓଡ଼ିଶା ଆସିବେ । ଭାରତ ଯୋଡ ନ୍ୟାୟ ଯାତ୍ରାରେ କଂଗ୍ରେସର ହେଭିୱେଟ ଚେହେରା ଓଡ଼ିଶା ଆସିବେ । ଗତ ନିର୍ବାଚନରେ ଅନେକ ସ୍ଥାନରେ କଂଗ୍ରେସ ପ୍ରାର୍ଥୀ କମ ଭୋଟରେ ପରାଜିତ ହୋଇଥିଲେ । ତେଣୁ ଏଥର ସର୍ଭେ ଅନୁଯାୟୀ ଟିକେଟ ବଣ୍ଟନ ହେବ ବୋଲି କହିଛନ୍ତି ତାରା । ଏହାସହ ନିର୍ବାଚନ ପୂର୍ବରୁ ଅନେକ ବଡ ଚେହେରା କଂଗ୍ରେସର ହାତ ଧରିବେ । ଏନେଇ ଅନେକ ନେତା ଯୋଗାଯୋଗରେ ଥିବା କହିଛନ୍ତି ।
ତାରାଙ୍କ ଏହି ବୟାନ ସୂଚାଉଛି, ନୂଆ ପ୍ରଭାରୀ ଦାୟିତ୍ୱ ନେବା ପରେ ଆକ୍ଟିଭମୋଡରେ କାମ କରୁଛି କଂଗ୍ରେସ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications