Get Updates
Get notified of breaking news, exclusive insights, and must-see stories!

ବିଜେଡିରେ ଯୋଗଦେଲେ ପୂର୍ବତନ କଂଗ୍ରେସ ବିଧାୟକ ଚନ୍ଦ୍ରଶେଖର ମାଝୀ

ବିଜେଡିରେ ଯୋଗଦେଲେ କଂଗ୍ରେସର ପୂର୍ବତନ ବିଧାୟକ ଚନ୍ଦ୍ରଶେଖର ମାଝି । ଗତକାଲି ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ଆଜି ବିଧିବଦ୍ଧ ଭାବେ ବିଜେଡିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ।

ଭୁବନେଶ୍ୱର: ବିଜେଡିରେ ଯୋଗଦେଲେ କଂଗ୍ରେସର ପୂର୍ବତନ ବିଧାୟକ ଚନ୍ଦ୍ରଶେଖର ମାଝି । ଗତକାଲି ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ଆଜି ବିଧିବଦ୍ଧ ଭାବେ ବିଜେଡିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ।

Chandrashekhar Majhi

କୋରାପୁଟ କୋଟପାଡରୁ ପୂର୍ବରୁ ବିଧାୟକ ଥିବା ଚନ୍ଦ୍ରଶେଖର ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ନିଜ କର୍ମୀ ଓ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି ଚନ୍ଦ୍ରଶେଖର ।

୨୦୧୪ରେ କୋରପୁଟ କୋଟପାଡ଼ରୁ ବିଧାୟକ ଥିଲେ ଚନ୍ଦ୍ରଶେଖର । ୨୦୧୯ରେ କୋଟପାଡ଼ କଂଗ୍ରେସ ଦଳର ବିଧାୟକ ପାର୍ଥୀ ଥିଲେ । ପାଖାପାଖି ୬୦ ହଜାର ଭୋଟ ପାଇଥିଲେ ଚନ୍ଦ୍ରଶେଖର ମାଝି । ବିଜେଡିରେ ସାମିଲ ହେବା ପରେ ଚନ୍ଦ୍ରଶେଖର ମାଝି ପ୍ରତିକ୍ରିୟା ଦେଇଛନ୍ତି । କୋଟପାଡ କଂଗ୍ରେସର ଗଡ ରହିଥିବା ବେଳେ ବିଜେଡି ପ୍ରଥମ ଥର ପାଇଁ ଏଠାରେ ବିଜୟ ବାନା ଉଡାଇଥିଲା । ଆଉ ପଞ୍ଚାୟତ ନିର୍ବାଚନ ପୂର୍ବରୁ ସଙ୍ଗଠନକୁ ଆହୁରି ସୁଦୃଢ କରିବାକୁ ବିଜେଡି ଚନ୍ଦ୍ରଶେଖରଙ୍କୁ ଦଳରେ ସାମିଲ କରିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+