Get Updates
Get notified of breaking news, exclusive insights, and must-see stories!

ପଦ୍ମପୁରର ବିଧାୟିକା ଭାବେ ଶପଥ ନେଲେ ବର୍ଷା

ପଦ୍ମପୁରର ବିଧାୟିକା ଭାବେ ଶପଥ ନେଲେ ବର୍ଷା

ଭୁବନେଶ୍ୱର: ପଦ୍ମପୁରର ବିଧାୟିକା ଭାବେ ଶପଥ ନେଲେ ବର୍ଷା ସିଂ ବରିହା । ବିଧାନସଭାରେ ବାଚସ୍ପତି ବର୍ଷାଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଛନ୍ତି । ବିଜେଡିର ବରିଷ୍ଠ ବିଧାୟକଙ୍କ ଉପସ୍ଥିତିରେ ବିଧାୟିକା ଭାବେ ଶପଥ ନେଲେ ବର୍ଷା ।

Barsha Singh Bariha

ସୂଚନାଥାଉ ଯେ, ବର୍ଷା ସିଂ ବରିହା ହେଉଛନ୍ତି ଦିବଙ୍ଗତ ବିଧାୟକ ବିଜୟ ସିଂ ବରିହାଙ୍କ କନ୍ୟା । ସେ ବିଜେପି ନେତା ରମା ବଳିଆର ସିଂଙ୍କ ବୋହୂ । ପିତା ବିଜୟ ସିଂ ବରିହାଙ୍କ ଦେହାନ୍ତ ପରେ ପଦ୍ମପୁର ଉପନିର୍ବାଚନ ପାଇଁ ବର୍ଷାଙ୍କୁ ବିଜେଡ଼ି ପ୍ରାର୍ଥୀ କରିଥିଲା ।

ସୂଚନାଥାଉ କି, ପଦ୍ମପୁର ଉପନିର୍ବାଚନରେ ବିଶାଳ ବିଜୟ ହାସଲ କରିଛନ୍ତି ବିଜେଡ଼ି ପ୍ରାର୍ଥୀନି ବର୍ଷା ସିଂ ବରିହା । ପଦ୍ମପୁର ପରୀକ୍ଷାରେ ବର୍ଷାଙ୍କ ମୁଣ୍ଡରେ ହୋଇଛି ଆଶୀର୍ବାଦର ବର୍ଷା । ୪୨ ହଜାର ୬୭୯ ଖଣ୍ଡ ଭୋଟରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ବିଜୟୀ ହୋଇଛନ୍ତି । ମୋଟ ୧ ଲକ୍ଷ ୨୦ ହଜାର ୮୦୭ ଖଣ୍ଡ ଭୋଟ ପାଇଛନ୍ତି ବର୍ଷା । ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ମିଳିଛି ୭୮ ହାଜର ୧୨୮ ଖଣ୍ଡ ଭୋଟ୍ । ସେହିପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ମିଳିଛି ମାତ୍ର ୩୫୯୪ ଖଣ୍ଡ ଭୋଟ୍ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+