ପଦ୍ମପୁର ଉପନିର୍ବାଚନ: ପ୍ରଦୀପ ପୁରୋହିତ ବିଜେପି ପ୍ରାର୍ଥୀ
ପଦ୍ମପୁର ଉପନିର୍ବାଚନ: ପ୍ରଦୀପ ପୁରୋହିତ ବିଜେପି ପ୍ରାର୍ଥୀ
ପଦ୍ମପୁର: ପଦ୍ମପୁର ଉପନିର୍ବାଚନ ଲାଗି ପ୍ରାର୍ଥୀ ଘୋଷଣା କଲା ବିଜେପି । ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ହେବେ ବିଜେପିର ପ୍ରାର୍ଥୀ । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ବିଦ୍ଧିବଧ ଭାବେ କଲା ଘୋଷଣା । ଚଳିତ ମାସ ୧୪ ତାରିଖରେ ପ୍ରଦୀପ ପୁରୋହିତ ନାମାଙ୍କର ପତ୍ର ଦାଖଲ କରିବେ । ବର୍ତ୍ତମାନ ସେ ରାଜ୍ୟ ବିଜେପି କୃଷକ ମୋର୍ଚ୍ଚାର ସଭାପତି ଅଛନ୍ତି । ସେପଟେ ବିଜେଡି ଓ କଂଗ୍ରେସ ପକ୍ଷରୁ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରାଯାଇନାହିଁ ।













Click it and Unblock the Notifications