ପଞ୍ଚାୟତ ନିର୍ବାଚନ: 'ଖୁବଶୀଘ୍ର ସଂରକ୍ଷଣ ତାଲିକା ଦାଖଲ ହେବ'

ପଞ୍ଚାୟତ ନିର୍ବାଚନ ପାଇଁ ଖୁବ ଶୀଘ୍ର ସଂରକ୍ଷଣ ତାଲିକା ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରାଯିବ ବୋଲି କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । ଜିଲ୍ଲା ପରିଷଦ ଅଧ୍ୟକ୍ଷ ଆସନର ସଂରକ୍ଷଣ ତାଲିକା ପ୍ରକାଶିତ ହେଲାଣି ।

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଖୁବ ଶୀଘ୍ର ସଂରକ୍ଷଣ ତାଲିକା ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରାଯିବ ବୋଲି କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । ଜିଲ୍ଲା ପରିଷଦ ଅଧ୍ୟକ୍ଷ ଆସନର ସଂରକ୍ଷଣ ତାଲିକା ପ୍ରକାଶିତ ହେଲାଣି । ଏବେ ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ଆସନର ସଂରକ୍ଷଣ ତାଲିକା ପ୍ରକାଶ କରାଯିବ । ଏ ନେଇ ସମସ୍ତ ପ୍ରକ୍ରିୟା ପଞ୍ଚାୟତିରାଜ ବିଭାଗ ଶେଷ କରିଥିବା ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି ।

Pratap Jena

ଏନେଇ ସମସ୍ତ ପ୍ରକ୍ରିୟା ଶେଷ କରିଛି ପଞ୍ଚାୟତିରାଜ ବିଭାଗ । ସମସ୍ତ ସଂରକ୍ଷଣ ତାଲିକା ଚୂଡାନ୍ତ କରି ନିର୍ବାଚନ ଆୟୋଗଙ୍କୁ ଦିଆଯିବ । କୋର୍ଟଙ୍କ ନିର୍ଦେଶ ଅନୁସାରେ ସମସ୍ତ ପ୍ରକ୍ରିୟା ହେଉଥିବାରୁ ନିର୍ବାଚନ ତାରିଖ ଘୋଷଣା ବିଳମ୍ବ ହେଉଛି । ସଂରକ୍ଷଣ ୫୦ ପ୍ରତିଶତ ଟପିବନି ବୋଲି କୋର୍ଟ ନିର୍ଦେଶ ଦେଇଛନ୍ତି । ତେଣୁ ଏହି ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ନିର୍ବାଚନ ଆୟୋଗ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+