Get Updates
Get notified of breaking news, exclusive insights, and must-see stories!

ପିପିଲି ଉପନିର୍ବାଚନ: ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା କଂଗ୍ରେସ

ପିପିଲି ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି କଂଗ୍ରେସ । ତାଲିକାରେ ୩୦ ଜଣ ଷ୍ଟାର ପ୍ରଚାରକଙ୍କ ନାମ ରହିଛି । ଦଳୀୟ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପାଇଁ ଏମାନେ କରିବେ ଭୋଟ ଭିକ୍ଷା ।

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି କଂଗ୍ରେସ । ତାଲିକାରେ ୩୦ ଜଣ ଷ୍ଟାର ପ୍ରଚାରକଙ୍କ ନାମ ରହିଛି । ଦଳୀୟ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପାଇଁ ଏମାନେ କରିବେ ଭୋଟ ଭିକ୍ଷା ।

Congress

ଏହି ଲିଷ୍ଟରେ ପ୍ରଦେଶ କଂଗ୍ରେସ ପ୍ରଭାରୀ ଏ ଚେଲ୍ଲା କୁମାରଙ୍କ ସହିତ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଭକ୍ତ ଦାସ, ନରସିଂହ ମିଶ୍ର ପ୍ରମୁଖ ରହିଛନ୍ତି । ତାଙ୍କ ସହିତ ରୁଦ୍ର ରାଜୁ, ଚିରଞ୍ଜୀବୀ ବିଶ୍ୱାଳ, ପ୍ରଦୀପ ମାଝି, ଶରତ ରାଉତ, ବିଶ୍ୱ ରଞ୍ଜନ ମହାନ୍ତି, ରାଗିନୀ ନାୟକ, ଜୟଦେବ ଜେନା, ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଲ ତିରିଆ, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ ମଧ୍ୟ ପିପିଲି ଉପ ନିର୍ବାଚନ ପାଇଁ କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ହୋଇଛନ୍ତି ।

Congress

ସେହିପରି ସାଂସଦ ସପ୍ତଗିରି ଉଲାକା, ବିଧାୟକ ସୁରେଶ ରାଉତରାୟ, ତାରା ବାହିନୀପତି, ସନ୍ତୋଷ ସାଲୁଜା, ରମେଶ ଜେନା, ମହମ୍ମଦ ମୋକିମ, ଅଧୀର ରଞ୍ଜନ ଚୌଧୁରୀ, ସି ଏସ୍ ରାଜନ ଏକ୍କା, ବିଜୟଲକ୍ଷ୍ମୀ ସାହୁ, ଗଣେଶ୍ୱର ବେହେରା, ବନ୍ଦିତା ପରିଡା, ସଂଗ୍ରାମ କେଶରୀ ଜେନା, ସ୍ମୃତି ରଂଜନ ଲେଙ୍କା, ସତ୍ୟ ପ୍ରକାଶ ନାୟକ ଓ ସୟଦ ୟାସିର ନବାଜ ପିପିଲି ଉପ ନିର୍ବାଚନ ପାଇଁ କଂଗ୍ରେସର ଷ୍ଟାର ପ୍ରଚାରକ ଲିଷ୍ଟରେ ସାମିଲ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+