ଉପରାଷ୍ଟ୍ରପତି ଧନଖଡ଼ଙ୍କୁ ଭେଟିଲେ ପିଏମ ମୋଦି
ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଛନ୍ତି ।
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ପିଏମ ନରେନ୍ଦ୍ର ମୋଦି । ଗତକାଲି ଉପରାଷ୍ଟ୍ରପତି ଭାବରେ ଜଗଦୀପ ଧନଖଡ଼ ଶପଥ ଗ୍ରହଣ କରିଥିଲେ। ଆଜି ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଭେଟିଛନ୍ତି।

ଦିଲ୍ଲୀରେ ଶୁକ୍ରବାର ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ମୋଦିଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଛନ୍ତି । ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ବିଦାୟୀ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମଧ୍ୟ ଉପସ୍ଥିତ ରହିଥିଲେ ।
#WATCH | Prime Minister Narendra Modi meets Vice President Jagdeep Dhankhar in Delhi
(Source: DD) pic.twitter.com/JJw8qeEE2n
— ANI (@ANI) August 12, 2022
ଗତକାଲି ଜଗଦୀପ ଧନଖଡଙ୍କ ଶପଥ ଗ୍ରହଣ ସମାରୋହ ପାଇଁ ରାଷ୍ଟ୍ରପତି ଭବନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଆୟୋଜନ କରାଯାଇଥିଲା । ଗତ 6 ତାରିଖରେ ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଧନଖଡ ଭାରତର ୧୪ତମ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ବେଳେ ଗତକାଲି ଶପଥ ଗ୍ରହଣ କରିଛନ୍ତି । ଜଗଦୀପ ଧନଖଡଙ୍କୁ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ କରିଥିଲା । ସେ ମିଳିତ ବିରୋଧି ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ହରାଇଥିଲେ । ଧନଖଡକୁ ମୋଟ 528 ଖଣ୍ଡ ଭୋଟ ମିଳିଥିଲା । ଯାହା ମୋଟ ଭୋଟର 72.8 ପ୍ରତିଶତ ଥିଲା । ଧନଖଡଙ୍କ ପ୍ରତିଦ୍ବନ୍ଦୀ ମାର୍ଗରେଟ ଅଲଭାଙ୍କ ସପକ୍ଷରେ ମାତ୍ର 182 ଭୋଟ ପଡିଥିଲା ।
-
୪ଜିଲାକୁ ବିଜୁଳି, ଘଡ଼ଘଡ଼ି ସତର୍କତା -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ....












Click it and Unblock the Notifications