ପ୍ରଦୀପ ପାଣିଗ୍ରାହୀଙ୍କ ରହସ୍ୟଜନକ ମନ୍ତବ୍ଯ: ୨୪ରେ ଜଣେ ମହିଳା ମୁଖ୍ୟମନ୍ତ୍ରୀ ହୁଅନ୍ତୁ...
ଭୁବନେଶ୍ୱର: ବିଜେଡିରୁ ବହିଷ୍କୃତ ନେତା ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ରହସ୍ଯଜନକ ମନ୍ତବ୍ଯ । ଆସନ୍ତା ୨୦୨୪ ସାଧାରଣ ନିର୍ବାନରେ ବିଜେଡ଼ିରୁ ଜଣେ ମହିଳା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୁଅନ୍ତୁ ବୋଲି ଆଜି ପ୍ରଦୀପ କହିଛନ୍ତି । ତେବେ ପ୍ରଦୀପଙ୍କ ଏପରି ରହସ୍ଯଜନକ ବୟାନ ପରେ ସରଗରମ ହୋଇଛି ରାଜ୍ୟ ରାଜନୀତି ।
ପ୍ରଦୀପ ପାଣିଗ୍ରାହୀ କହିଛନ୍ତି ଯେ, 'ଓଡ଼ିଶାରେ ପରିବର୍ତ୍ତନର ଆବଶ୍ୟକତା ରହିଛି । ଆଗାମୀ ଦିନରେ ଗଞ୍ଜାମରେ ହେଉ କିମ୍ବା ଓଡ଼ିଶାରେ ପରିବର୍ତ୍ତନର ଆବଶ୍ୟକତା ରହିଛି । ମୋର ଅନୁରୋଧ, ମୁଖ୍ୟମନ୍ତ୍ରୀ ତାଙ୍କରି ଦଳ ଭିତରୁ ଜଣେ ଉଚ୍ଚ ଶିକ୍ଷିତା ମହିଳାଙ୍କ ହାତରେ ଓଡ଼ିଶାର ଶାସନ ଭାର ଦିଅନ୍ତୁ।'

ତେବେ କାହିଁକି ଏଭଳି କହିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ? ଯାହାକୁ ନେଇ ଏବେ ସାଧାରଣରେ ପ୍ରଶ୍ନ ଉଠଛି । ସେହିପରି କେଉଁ ଉଚ୍ଚ ଶିକ୍ଷିତା ମହିଳାଙ୍କୁ ଇଙ୍ଗିତ କରୁଛନ୍ତି ପ୍ରଦୀପ ? କଣ ପାଇଁ ଉକ୍ତ ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଦେଖିବାକୁ ଚାହୁଁଛନ୍ତି ପ୍ରଦୀପ ? କଣ ପୁଣି ବିଜେଡି଼କୁ ପ୍ରଦୀପଙ୍କ କମବ୍ୟାକ୍ ହେବ କି ? ଏପରି ଆଲୋଚନା ଏବେ ସାଧାରଣରେ ଆରମ୍ଭ ହୋଇଛି ।
-
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ବୋମାମାଡ଼ରେ ଥରୁଛି ମଧ୍ୟପ୍ରାଚ୍ୟ, ଇରାନର ୧୬ ଯୁଦ୍ଧ ଜାହାଜ ଧ୍ବଂସ କଲା ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
ଓଡ଼ିଶା ବାସୀଙ୍କ ଭାରି ପ୍ରିୟ ମାଂସ, ଗୃହରେ ସୂଚନା ଦେଲେ ମନ୍ତ୍ରୀ -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ !












Click it and Unblock the Notifications