ରାଷ୍ଟ୍ରପତି ନିର୍ବାଚନ ଫଳାଫଳ: ଦ୍ୱିତୀୟ ରାଉଣ୍ଡରେ ମଧ୍ୟ ଆଗୁଆ ମୁର୍ମୁ
ସଂସଦରେ ରାଷ୍ଟ୍ରପତି ନିର୍ବାଚନର ଭୋଟ ଗଣତି ଜାରି ରହିଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟର ଫଳାଫଳ ସାମ୍ନାକୁ ଆସିଛି । 10 ରାଜ୍ୟର ବିଧାନସଭା ସଦସ୍ୟଙ୍କ ଭୋଟ ଗଣତି ଶେଷ ହୋଇଛି ।
ନୂଆଦିଲ୍ଲୀ: ସଂସଦରେ ରାଷ୍ଟ୍ରପତି ନିର୍ବାଚନର ଭୋଟ ଗଣତି ଜାରି ରହିଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟର ଫଳାଫଳ ସାମ୍ନାକୁ ଆସିଛି । 10 ରାଜ୍ୟର ବିଧାନସଭା ସଦସ୍ୟଙ୍କ ଭୋଟ ଗଣତି ଶେଷ ହୋଇଛି ।

ଏହି ପର୍ଯ୍ୟାୟରେ ମୋଟ 1,138 ଅର୍ଥାତ 1,49,575 ଭୋଟ ଗଣତି ହୋଇଛି । ଦ୍ବିତୀୟ ପର୍ଯ୍ୟାୟରେ ଦ୍ରୌପଦୀ ମୁର୍ମୁ 809 ଭୋଟ ପାଇବାରେ ସଫଳ ହୋଇଛନ୍ତି । ଦ୍ରୌପଦୀ ପାଇଥିବା ଭୋଟର ମୂଲ୍ୟ 1,05,299 । ସେହିପରି ବିରୋଧୀ ପ୍ରାର୍ଥୀ ଯଶୋବନ୍ତ ସିହ୍ନା ଏହି ପର୍ଯ୍ୟାୟରେ ମାତ୍ର 329 ବା 44,276 ମୂଲ୍ୟରେ ଭୋଟରେ ସୀମିତ ରହିଛନ୍ତି ।
ପ୍ରଥମ ପର୍ଯ୍ୟାୟରେ ସିହ୍ନାଙ୍କ ଠାରୁ ଆଗରେ ଥିବା ମୁର୍ମୁ ଦ୍ବିତୀୟ ପର୍ଯ୍ୟାୟରେ ମଧ୍ୟ ପ୍ରଥମ ରାଉଣ୍ଡର ବ୍ୟବଧାନକୁ ପଛରେ ପକାଇ ରେକର୍ଡ କରିଛନ୍ତି । ଏବେ ତୃତୀୟ ରାଉଣ୍ଡ ଗଣତି ଆରମ୍ଭ ହୋଇଥିବା ରିଟର୍ଣ୍ଣିଂ ଅଧିକାରୀ ପି.ସି ମୋଦି ସୂଚନା ଦେଇଛନ୍ତି । ଏପଟେ ଦୁଇ ରାଉଣ୍ଡ ଫଳ ପରେ ବିଜୟମୁଖୀ ହେଉଛନ୍ତି ଦ୍ରୌପଦୀ ମୁର୍ମୁ ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications