ଶପଥ ସମାରୋହରେ ଯୋଗଦେବା ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶପଥ ସମାରୋହରେ ଯୋଗଦେବା ପାଇଁ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ । ବିମାନ ବନ୍ଦରରେ ପହଞ୍ଚିବା ପରେ କଡା ସୁରକ୍ଷା ବଳୟ ଭିତରେ ପ୍ରଧାନମନ୍ତ୍ରୀ ରାଜଭବନରେ ପହଞ୍ଚିଛନ୍ତି ।

Narendra modi

ସେଠାରେ କିଛି ସମୟ ବିଶ୍ରାମ ନେବା ପରେ, ନୂଆ ସରକାରର ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବାକୁ ଜନତା ମୈଦାନ ଯିବେ ମୋଦୀ । ତେବେ ଆଜି ଅପରାହ୍ନ ୪ଟା ୪୫ ମିନିଟ୍ ସମୟରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ସମୟ ଧାର୍ଯ୍ୟ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+