ପିପିଲି ଉପନିର୍ବାଚନ ଲାଗି ସାନି ବିଜ୍ଞପ୍ତି, 26 ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ଦାଖଲ କରିବ କଂଗ୍ରେସ
ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଦ୍ଧିବଦ୍ଧ ସାନି ବିଜ୍ଞପ୍ତି । ବିଜ୍ଞପ୍ତି ଅନୁସାରେ, ମେ' 13 ତାରିଖରେ ପିପିଲି ଉପନିର୍ବାଚନ ଲାଗି ଭୋଟ୍ ଗ୍ରହଣ ହେବ । ଅପ୍ରେଲ 26 ତାରିଖ ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବେ ।
ଭୁବନେଶ୍ୱର : ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଦ୍ଧିବଦ୍ଧ ସାନି ବିଜ୍ଞପ୍ତି । ବିଜ୍ଞପ୍ତି ଅନୁସାରେ, ମେ' 13 ତାରିଖରେ ପିପିଲି ଉପନିର୍ବାଚନ ଲାଗି ଭୋଟ୍ ଗ୍ରହଣ ହେବ । ଅପ୍ରେଲ 26 ତାରିଖ ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବେ । ଏହାପରେ 27ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ । ଅପ୍ରେଲ 29 ତାରିଖ ରହିଛି ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ । ମେ' 13ରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ମତାନ ହେବା ସହ 18 ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସରିବ । ।

ସୂଚନାଯୋଗ୍ୟ, ଅପ୍ରେଲ 17 ତାରିଖରେ ପିପିଲି ଉପନିର୍ବାଚନ ପାଇଁ ଭୋଟଗ୍ରହଣ ହେବାର ଥିଲା । କିନ୍ତୁ ଏହା ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ହୋଇଯିବାରୁ ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା । ପୁଣି ଥରେ ବିଜ୍ଞପ୍ତି ପ୍ରକାଶ କରାଯାଇ ନିର୍ବାଚନୀ ପ୍ରକ୍ରିୟା ପାଇଁ କାର୍ଯ୍ୟସୂଚୀ ଜାରି କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଥିଲେ ।
More From
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ












Click it and Unblock the Notifications