Get Updates
Get notified of breaking news, exclusive insights, and must-see stories!

ନାମାଙ୍କନ ଦାଖଲ କଲେ ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ୍

କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳର ଉପ-ରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ୍ ଆଲଭା ମଙ୍ଗଳବାର ସଂସଦରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖାଡ଼ଗେ, ଶରଦ ପାୱାର, ସଞ୍ଜୟ ରାଉତ ଉପସ୍ଥିତ ଥିଲେ ।

ନୂଆଦିଲ୍ଲୀ : କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳର ଉପ-ରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ୍ ଆଲଭା ମଙ୍ଗଳବାର ସଂସଦରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖାଡ଼ଗେ, ଅଧୀର ରଂଜନ ଚୌଧୁରୀ, ଶରଦ ପାୱାର, ଶିବସେନାର ସଞ୍ଜୟ ରାଉତ ଏବଂ ବହୁ ବିରୋଧୀ ଦଳର ନେତା ଉପସ୍ଥିତ ଥିଲେ ।

Margaret Alva

ବିରୋଧୀ ମାର୍ଗାରେଟ୍ ଆଲଭାଙ୍କୁ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖରଙ୍କ ବିରୋଧରେ ଫିଲ୍ଡିଂ କରିଛନ୍ତି । ଆଲଭା ଏବଂ ଜଗଦୀପ ଧନଖଡ଼ଙ୍କ ମଧ୍ୟରେ ନିର୍ବାଚନ ଅଗଷ୍ଟ 6 ରେ ଅନୁଷ୍ଠିତ ହେବ । ଏ ନେଇ ଆଲଭା ଆଜି ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି ।
ଗତକାଲି ବିଧିବଦ୍ଧ ଭାବେ ନାମାଙ୍କନ ଦାଖଲ କରିଥିଲେ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ ଗତକାଲି ନାମାଙ୍କନ ଦାଖଲ କରିବା ସମୟରେ ତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+