ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ଭିକେ ପାଣ୍ଡିଆନ'; ଦଳୀୟ କର୍ମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା
ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ଭିକେ ପାଣ୍ଡିଆନ । ଏକ ଭିଡିଓ ବାର୍ତ୍ତା ଜରିଆରେ ଘୋଷଣା କଲେ ଭିକେ ପାଣ୍ଡିଆନ । ରାଜନୀତି ଛାଡ଼ିବା ସହ ଦଳୀୟ କର୍ମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କଲେ ପାଣ୍ଡିଆନ୍ ।
ନିର୍ବାଚନ ପ୍ରଚାର ସମୟରେ ଏକ ସଭାରେ ପାଣ୍ଡିଆନ୍ ଘୋଷଣା କରିଥିଲେ ଯେ ଯଦି ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ନ ହେବେ ତେବେ ସେ ରାଜନୀତିରୁ ସନ୍ୟାସ ନେବେ ।

ଚଳିତ ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ ଆଜି ଏକ ଭିଡିଓ ଜାରି କରି ରାଜନୀତିରୁ ଅବସର ଘୋଷଣା କଲେ ଭିକେ ପାଣ୍ଡିଆନ୍।












Click it and Unblock the Notifications