ପାକିସ୍ତାନ ଏୟାର ଷ୍ଟ୍ରାଇକର ଆଫଗାନିସ୍ତାନର ୩ ଜଣ କ୍ରିକେଟରଙ୍କ ମୃତ୍ୟୁ
ପାକିସ୍ତାନ ଏୟାର ଷ୍ଟ୍ରାଇକର ଆଫଗାନିସ୍ତାନର ୩ ଜଣ କ୍ରିକେଟରଙ୍କ ମୃତ୍ୟୁ । ଆଫାଗାନିସ୍ତାନର ପକତିକା ପ୍ରୋଭିନ୍ସରେ ଶୁକ୍ରବାର ପୁଣି ଏୟାର ଷ୍ଟ୍ରାଇକ କରିଥିଲା ପାକିସ୍ତାନ । ଏଥିରେ ଆଫଗାନିସ୍ତାନର ୩ ଜଣ ଘରୋଇ କ୍ରିକେଟରଙ୍କ ମୃତ୍ୟୁ ହୋଇଥିବା ଦାବି କରିଛି ଆଫଗାନିସ୍ତାନ କ୍ରିକେଟ ବୋର୍ଡ । ଏୟାର ଷ୍ଟ୍ରାଇକରେ ୮ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହା ଭିତରେ ୩ ଜଣ କ୍ରିକେଟର ଥିବା ACB କହିଛି । ଏହି ତିନି କ୍ରିକେଟର ହେଲେ କବିର , ଶିଭାତୁଲ୍ଲା ଓ ହାରୋନ ।
ଆକ୍ରମଣକୁ ନିନ୍ଦା କରିଛି ଆଫଗାନିସ୍ତାନ କ୍ରିକେଟ ବୋର୍ଡ। ଏହାକୁ ପାକିସ୍ତାନର ଭୀରୁତା ଓ ବର୍ବରତା କହିଛି । ଏଥିସହ ସହ ଟ୍ରାଇ ସିରିଜରୁ ଓହରି ଯାଇଛି ଏସିବି। ନଭେମ୍ବରରେ ଟ୍ରାଇ ସିରିଜ ହେବାର ଥିଲା । ନଭେମ୍ବର ୫ ରୁ ୨୯ ପର୍ଯ୍ୟନ୍ତ ହେବ ଟ୍ରାଇ ସିରିଜ । ୪୮ଘଣ୍ଟିଆ ସିଜ ଫାୟାର ପରେ ପୁଣି ପାକିସ୍ତାନ-ଆଫଗାନିସ୍ତାନ ଯୁଦ୍ଧ ଆରମ୍ଭ ହୋଇଛି । ଗତକାଲି ଅଫାଗାନିସ୍ତାନ ପକତିକା ପ୍ରୋଭିନ୍ସର ଏକାଧିକ ସ୍ଥାନରେ ଏୟାର ଷ୍ଟ୍ରାଇକ କରିଥିଲା ଇସଲାମାବାଦ ।

ଆଫଗାନିସ୍ତାନ କ୍ରିକେଟ୍ ବୋର୍ଡ କହିଛି ଯେ ଏହା ଏହି ଘଟଣାକୁ ଏହାର ଖେଳାଳି ଏବଂ କ୍ରିକେଟ୍ ସମ୍ପ୍ରଦାୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷତି ବୋଲି ବିବେଚନା କରେ । ଏହା ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଏବଂ ଏକତା ମଧ୍ୟ ପ୍ରକାଶ କରେ । ଏହି ଘଟଣା ପରେ, ଏହା ତ୍ରି-ସିରିଜରେ ଅଂଶଗ୍ରହଣ ନକରିବାକୁ ନିଷ୍ପତ୍ତି ନେଇଛି ।
-
ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ -
ପଛକୁ ହଟିଲେ ଟ୍ରମ୍ପ: ୨ ସପ୍ତାହ ପାଇଁ ଯୁଦ୍ଧ ବିରାମ କରିବାକୁ ରାଜି ହେଲେ ଆମେରିକା-ଇରାନ -
ଆଜିଠୁ ମା' ତାରିଣୀଙ୍କ ଚଇତି ପର୍ବ, ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ -
ଓଡ଼ିଆ ପକ୍ଷ : ଶିଶୁକଥା ଦିବସରେ ୧୮,୦୦୦ ବର୍ଣ୍ଣବୋଧ ଓ ଶିଶୁଲେଖା ପୁସ୍ତକ ବଣ୍ଟନ -
ଜୁନିଅର ରେଭେନ୍ୟୁ ଆସିଷ୍ଟାଣ୍ଟ୍ ପଦବୀରେ ହେବ ନିଯୁକ୍ତି, ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ -
ଘୋଷିତ ବିଦ୍ୟୁତ କାଟ୍ ନେଇ ମୁଖ୍ୟମନ୍ତ୍ରୀଙ୍କ ଚରମବାଣୀ, ଲାଇନ୍ କାଟିଲେ ଯାଇପାରନ୍ତି ଜେଲ୍ -
ପାକିସ୍ତାନ ବିଶ୍ୱାସଯୋଗ୍ୟ ନୁହେଁ : ଯୁଦ୍ଧ ଭିତରେ ଇସ୍ରାଏଲ ଓ ଇରାନ ମୁହଁରେ ଭାରତର ପ୍ରଶଂସା ! -
ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ଗ୍ୟାସ୍ ସିଲିଣ୍ଡର୍ -
Karan Adani ଙ୍କ ବଡ଼ ଘୋଷଣା; ଓଡ଼ିଶାରେ ₹33,000 କୋଟିର ମେଗା ନିବେଶ, ଅନେକ ନୂତନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ -
ଆଉ ସମ୍ଭାବନାର ରାଜ୍ୟ ନୁହେଁ , ଓଡିଶା ଏବେ ସମୃଦ୍ଧିର ସ୍ପର୍ଶ ଅନୁଭବ କରୁଛି- ମୁଖ୍ୟମନ୍ତ୍ରୀ -
ବୟନ ଓ ପୋଷାକ ଶିଳ୍ପ ହବ୍ରେ ପରିଣତ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ -
IPL 2026 : ଯଶସ୍ୱୀ-ବୈଭବ ଝଡ଼ରେ ଧରାଶାୟୀ ମୁମ୍ବାଇ, ୨୭ ରନ୍ରେ ହରାଇଲା ରାଜସ୍ଥାନ ରୟାଲ୍ସ






Click it and Unblock the Notifications