Get Updates
Get notified of breaking news, exclusive insights, and must-see stories!

୩୦ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କୁ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି

ରାଜ୍ୟ ସରକାରଙ୍କ ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି । ଏସଂକ୍ରାନ୍ତରେ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟର ଅନୁସଚିବ ସଞ୍ଜୟ କୁମାର ଚୌରାସିଆଙ୍କ ବିଜ୍ଞପ୍ତି ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ୨୦୨୩ ଜାନୁଆରୀ ପହିଲାରୁ ଡିସେମ୍ବର ମଧ୍ୟରେ ରୀନା ମହାପାତ୍ର, ନିୟତି ପଟ୍ଟନାୟକ, ଡ. ମହେଶ୍ୱର ସ୍ବାଇଁ, ମୃଣାଳକାନ୍ତି ଦାସ, ଶ୍ରୀକାନ୍ତ ତରାଇ, ବୀରେନ୍ଦ୍ର କୋରକୋରା, ଧରମ ହଁାସଦା, ଲକ୍ଷ୍ମଣ କୁମାର ମଲ୍ଲିକ, ଉପମା କାଲୋ, ପ୍ରଦୀପ କୁମାର ନାୟକ, ମଧୁସୂଦନ ଦାସଲିଲି କୁମାରୀ କୁଲୁ, କବୀନ୍ଦ୍ର କୁମାର ସାହୁ, ଆରାଧନା ଦାସ ଓ ପ୍ରେମଜିତ ନାୟକ ପ୍ରୋଭିଜନାଲି ଆଇଏଏସ୍‌କୁ ପଦୋନ୍ନତି ପାଇଛନ୍ତି।

OAS officers promoted to Indian Administrative Service IAS rank

ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ୨୦୨୪ ଜାନୁଆରୀ ପହିଲାରୁ ଡିସେମ୍ବର ମଧ୍ୟରେ ନିବେଦିତା ମିଶ୍ର, ରେଗା ଗୀତାରାଣୀ ପଟ୍ଟନାୟକ, ଅର୍ଚ୍ଚନା ଦାସ ପଟ୍ଟନାୟକ, ନରହରି ସେଠୀ, ଯୁଗଳେଶ୍ୱରୀ ଦାଶ, ମଧୁମିତା ରଥ, ଦେବାଶିଷ ସିଂହ, ସୁବ୍ରତ କୁମାର ପଣ୍ଡା, ପ୍ରତାପ ଚନ୍ଦ୍ର ହୋତା, ଇନ୍ଦ୍ରମଣି ନାୟକ, ସୁଦାମ ଚରଣ ମଣ୍ଡଳ, ଅଞ୍ଜନା ପଣ୍ଡା, ସ୍ବୟଂପ୍ରଭା ମହାନ୍ତି,ଗିରୀଶ ଚନ୍ଦ୍ର ସିଂହ ନିବେଦିତା ପୃଷ୍ଟି ପ୍ରମୁଖ ଆଇଏଏସ୍‌ ପାହ୍ୟାକୁ ପଦୋନ୍ନତି ପାଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+