ବାରବାଟୀ ଲଢେଇ; ଟସ୍ ଜିତିଲା ଦ. ଆଫ୍ରିକା, ବ୍ୟାଟିଂ କରିବ ଭାରତ
ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳା ଯାଉଛି ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍। ଆଗାମୀ ଟି-୨୦ ବିଶ୍ଵକପ୍ ଦୃଷ୍ଟିରୁ ଏହି ସିରିଜ୍ ଭାରତ ପାଇଁ ବେଶ ଗୁରୁତ୍ଵପୂର୍ଣ୍ଣ। ବାରବାଟୀ ଷ୍ଟାଡିୟମରେ ଟସ୍ ଜିତି ଦକ୍ଷିଣ ଆଫ୍ରିକା ଅଧିନାୟକ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଥମେ ବ୍ୟାଟିଂ କରିବ ଭାରତ।

ଅଭିଷେକ ଶର୍ମା, ଶୁଭମନ ଗିଲ୍, ସୂର୍ଯ୍ୟକୁମାର ଯାଦବ(ଅଧିନାୟକ), ତିଳକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ଜିତେଶ ଶର୍ମା(ଓ୍ଵିକେଟ୍ କିପର), ଅକ୍ଷର ପଟେଲ୍, ଯଶପ୍ରୀତ ବୁମରା, ବରୁଣ ଚକ୍ରବର୍ତ୍ତୀ, ଅର୍ଶଦୀପ ସିଂ।












Click it and Unblock the Notifications