IPL'ରେ ମଦ୍ୟପାନ ଏବଂ ତମାଖୁର ପ୍ରଚାର ବ୍ୟାନ୍ !

IPL ୧୮ତମ ସଂସ୍କରଣ ମାର୍ଚ୍ଚ ୨୨ରୁ ଆରମ୍ଭ ହେବାକୁ ଯାଉଛି । ଏହି ଟୁର୍ଣ୍ଣାମେଣ୍ଟଟି ହୋମ୍ ଏବଂ ଆୱେ ଫର୍ମାଟରେ ଖେଳାଯିବ, ଯାହା ପାଇଁ ସମସ୍ତ ଦଳ ନିଜ ନିଜ ସ୍ତରରେ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ସ୍ୱାସ୍ଥ୍ୟ ସେବା ମହାନିର୍ଦ୍ଦେଶାଳୟ (DGHS) IPL ସମୟରେ ସଗାରେଟ୍ ବିଜ୍ଞାପନ ଏବଂ ବିକ୍ରୟ ସମେତ ତମାଖୁ ଏବଂ ମଦ ବିଜ୍ଞାପନ ଉପରେ ନିଷେଧ ସମ୍ପର୍କରେ IPL ଅଧ୍ୟକ୍ଷଙ୍କୁ ଏକ ଚିଠି ଲେଖିଛନ୍ତି।

ଚିଠିରେ ଲେଖାଯାଇଛି ଯେ ବର୍ତ୍ତମାନ ଭାରତରେ ମଧୁମେହ, ଫୁସଫୁସ ରୋଗ, କର୍କଟ ଭଳି ଗମ୍ଭୀର ରୋଗ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ରୋଗଗୁଡ଼ିକର ବୃଦ୍ଧିର ମୁଖ୍ୟ କାରଣ ହେଉଛି ତମାଖୁ ଏବଂ ମଦ୍ୟପାନ। ତମାଖୁ ଯୋଗୁଁ ସର୍ବାଧିକ ମୃତ୍ୟୁ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ଅଛି। ପ୍ରତିବର୍ଷ ଭାରତରେ ୧୪ ଲକ୍ଷ ଲୋକ ମଦ୍ୟପାନ ଯୋଗୁଁ ମୃତ୍ୟୁବରଣ କରନ୍ତି।

IPL 2025

ଆଇପିଏଲର ଆଗାମୀ ସିଜିନ ୨୨ ମାର୍ଚ୍ଚରୁ ଖେଳାଯିବ। ପ୍ରଥମ ମ୍ୟାଚ୍ ଇଡେନ୍ ଗାର୍ଡେନରେ କୋଲକାତା ନାଇଟ୍ ରାଇଡର୍ସ ଏବଂ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବ। ୨ ମାସରୁ ଅଧିକ ସମୟ ଧରି ଚାଲିବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ୨୫ ମଇରେ ଖେଳାଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+