ଏସିଆ କପ୍ ଫାଇନାଲ: ଫାଇନାଲ ମ୍ୟାଚରେ ଟସ୍ ହାରିଲେ ରୋହିତ୍, ଶ୍ରୀଲଙ୍କାର ପ୍ରଥମ ବ୍ୟାଟିଂ
Asia Cup 2023, Final: ଚଳିତ ଏସିଆ କପ୍ ୨୦୨୩ର ଫାଇନାଲ ମ୍ୟାଚ୍ ଆଜି ( ରବିବାର ) ଖେଳାଯାଉଛି । ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ଶ୍ରୀଲଙ୍କା । ଟସ୍ ହରିବା ଫଳରେ ପ୍ରଥମେ ଭାରତକୁ ବୋଲିଂ କରିବାକୁ ପଡ଼ିବ ।
ତେବେ ଫାଇନାଲ ମ୍ୟାଚରେ ଭାରତୀୟ ଟିମରେ ଗୋଟିଏ ପରିବର୍ତ୍ତନ ହୋଇଛି । ଅଲରାଉଣ୍ଡର ଶାର୍ଦ୍ଦୁଲ ଠାକୁରଙ୍କ ସ୍ଥାନରେ ୱାସିଂଟନ୍ ସୁନ୍ଦରଙ୍କୁ ଏକ ସୁଯୋଗ ମିଳିଛି ।

ଟସ୍ ହାରିବା ପରେ ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି ଯେ, ପ୍ରଥମେ ଆମେ ମଧ୍ୟ ବ୍ୟାଟିଂ କରିଥାନ୍ତୁ । ଶୁଖିଲା ପିଚ୍ ପରି ଦେଖାଯାଉଛି । ଶ୍ରୀଲଙ୍କା ଯାହା ବୋର୍ଡରେ ରନ ଯୋଡି଼ବ, ତାହାକୁ ଆମେ ଚେଜ୍ କରିବା ପାଇଁ ସକ୍ଷମ ହେବୁ ବୋଲି ନିଶ୍ଚିତ ରହିଛୁ ।
- ଭାରତୀୟ ଏକାଦଶ: ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, କେଏଲ୍ ରାହୁଲ୍, ଇଶାନ କିଷନ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ୱାସିଂଟନ୍ ସୁନ୍ଦର, କୂଲଦୀପ ଯାଦବ, ମହମ୍ମଦ ସିରାଜ, ଜସପ୍ରୀତ୍ ବୁମରା ।
- ଶ୍ରୀଲଙ୍କା ଏକାଦଶ: କୁଶଲ ପେରେରା, ପଥୁମ ନିଶଙ୍କା, କୁଶଲ ମେଣ୍ଡିସ୍, ସଦିରା ସମରବିକ୍ରମା, ଚରିଥ ଆଶଲଙ୍କା, ଧନଞ୍ଜନ ଡି ସିଲ୍ଭା, ଡାସୁନ୍ ଶଣକା (ଅଧିନାୟକ), ଦୁନିଥ୍ ୱାଲ୍ଲାଲାଗେ, ଦୁସାନ୍ ହେମନ୍ଥ, ମଥିଶା ପତିରଣା, କାସୁନ ରଜିଥା ।
More From
-
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Odisha Weather: ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା -
ବାରୁଣି ସ୍ନାନ ଅବସରରେ ବୈତରଣୀ କୂଳରେ ହଜାର ହଜାର ଭକ୍ତଙ୍କ ସମାଗମ












Click it and Unblock the Notifications