Get Updates
Get notified of breaking news, exclusive insights, and must-see stories!

ଟି-୨୦ ମ୍ୟାଚ ପାଇଁ ପ୍ରସ୍ତୁତ ହେଉଛି ବାରବାଟୀ; ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ମ୍ୟାଚ

ଟି-୨୦ ମ୍ୟାଚ ପାଇଁ ପ୍ରସ୍ତୁତ ହେଉଛି ବାରବାଟୀ । ଡିସେମ୍ବର ୯ରେ ଖେଳାଯିବ ମ୍ୟାଚ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ ଖେଳାଯିବ। ମ୍ୟାଚ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି । ଷ୍ଟାଡିୟମ ଭିତରେ ଥିବା ଗ୍ୟାଲେରୀ ଓ ପଡିଆର କାମ ଆରମ୍ଭ ହୋଇଛି। ଦିଲ୍ଲୀ ବିସ୍ଫୋରଣ ପରେ ବାରବାଟିରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଉଛି । ଅନଲାଇନ୍ ଓ ଅଫ ଲାଇନ୍ ଟିକେଟ ପାଇଁ ସବୁ ବ୍ୟବସ୍ଥା ଗ୍ରହଣ କରାଯିବ।

Barabati is preparing for the T-20 match

ବାରବାଟୀ ଷ୍ଟାଡିୟମରେ ମୋଟ ୨୮ଟି ମ୍ୟାଚ ଖେଳାଯାଇଛି । ସେଥିରୁ ୨୩ଟି ଦିନିକିଆ ହୋଇଥିବାବେଳେ ଦୁଇଟି ଟେଷ୍ଟ ଓ ୩ଟି ଟି-୨୦ ମ୍ୟାଚ ରହିଛି । ବାରବାଟୀରେ ଶେଷଥର ୨୦୨୫ ଫେବ୍ରୁଆରୀ ୯ରେ ଭାରତ-ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚ ଖେଳାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+