Barabati Odi Match: ଭୁବନେଶ୍ୱରରେ ପହଞ୍ଚିଲା ଟିମ ଇଣ୍ଡିଆ

ମୁହାଁମହିଁ ହେବ ଇଣ୍ଡିଆ-ଇଂଲଣ୍ଡ । ଫେବୃଆରୀ ୯ରେ କମ୍ପିବ ବାରବାଟୀ । ସୁପର ସଣ୍ଡେରେ ହେବ ସୁପର ଫାଇଟ । ରବିବାର ଖେଳାଯିବାକୁ ଥିବା ଏହି ମହାମୁକାବିଲା ପାଇଁ ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଦୁଇ ଦେଶର ଖେଳାଳି । ବିମାନ ଯୋଗେ ଇଣ୍ଡିଆ-ଇଂଲଣ୍ଡ ଦଳର ଖେଳାଳି ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଆସି ପହଞ୍ଚିଛନ୍ତି । ସେଠାରୁ କଡା ସୁରକ୍ଷା ବଳୟ ମଧ୍ୟରେ ଦୁଇ ଦେଶର ଖେଳାଳିଙ୍କୁ ଭୁବନେଶ୍ୱରର ମେ' ଫେୟାର ହୋଟେଲକୁ ନିଆଯାଇଛି ।

Barabati Odi Match

ସେପଟେ ବିମାନ ବନ୍ଦରରେ ଟିମ ଇଣ୍ଡିଆ ଖେଳାଳି ପହଞ୍ଚିବା ପରେ ନିଜର ପସନ୍ଦର ଖେଳାଳିଙ୍କୁ ଦେଖିବା ପାଇଁ ପ୍ରଶଂସକଙ୍କ ବେଶ ଭିଡ ଜମିଥିଲା । ଅନ୍ୟପଟେ ଭୁବନେଶ୍ୱରରେ ଉଭୟ ଦେଶର ଖେଳାଳି ପହଞ୍ଚିବା ପୂର୍ବରୁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାର କ ଯାଞ୍ଚ କରାଯାଇଛି । ବିଶେଷକରି ଖେଳାଳିଙ୍କ ସୁରକ୍ଷାକୁ ବିଶେଷ ଗୁରୁତ୍ବ ଦିଆଯାଇଛି । ସେହିପରି ମ୍ୟାଚ ସମୟରେ ଷ୍ଟାଡିୟମ ଭିତରକୁ ପାଣି ବୋତଲ ମଧ୍ୟ ନେଇ ଦର୍ଶକ ଯାଇପାରିବେ ନାହିଁ ବୋଲି ପୋଲିସ କମିଶନର କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+