ଘୋଷଣା ହେଲା ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନ
ଘୋଷଣା ହେଲା ବିଜୁ ପଟ୍ଟନାୟକ କ୍ରୀଡା ସମ୍ମାନ । ଚଳିତ ବର୍ଷ ପାଇଁ ବିଜୁ ପଟ୍ଟନାୟକ କ୍ରିଡ଼ା ସମ୍ମାନ ପାଇବାକୁ ଥିବା ବ୍ୟକ୍ତିଙ୍କ ନାମ ଘୋଷଣା କରାଯାଇଛି ।
ଭୁବନେଶ୍ୱର: ଘୋଷଣା ହେଲା ବିଜୁ ପଟ୍ଟନାୟକ କ୍ରୀଡା ସମ୍ମାନ । ଚଳିତ ବର୍ଷ ପାଇଁ ବିଜୁ ପଟ୍ଟନାୟକ କ୍ରିଡ଼ା ସମ୍ମାନ ପାଇବାକୁ ଥିବା ବ୍ୟକ୍ତିଙ୍କ ନାମ ଘୋଷଣା କରାଯାଇଛି । ହକି କୋଚ୍ କାଳୁ ଚୌଧୁରୀଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡରେ ସମ୍ମାନିତ କରାଯିବ । ସେହିପରି ଶ୍ରେଷ୍ଠ କ୍ରୀଡାବିତ ଭାବେ ଅମିତ ରୋହିଦାସ ।

ପାରା ବ୍ୟାଡ୍ମିଣ୍ଟନ୍ କୋଚ୍ ଶିବ ପ୍ରସାଦ ଦାସଙ୍କୁ ତାଙ୍କର ଉଲ୍ଲେଖନୀୟ ପ୍ରଶିକ୍ଷଣ ପାଇଁ ଶ୍ରେଷ୍ଠ ପ୍ରଶିକ୍ଷକ ଆୱାର୍ଡରେ ସମ୍ମାନିତ କରାଯିବ । ତେବେ ଆସନ୍ତା ୨୯ ତାରିଖରେ ଜାତୀୟ କ୍ରୀଡ଼ା ଦିବସ ପଡ଼ୁଥିବାରୁ ଏହି ଦିନ ସମ୍ମାନ ପ୍ରଦାନ କରାଯିବା ନେଇ ସୂଚନା ମିଳିଛି ।












Click it and Unblock the Notifications