Get Updates
Get notified of breaking news, exclusive insights, and must-see stories!

FIH: ଏଫଆଇଏଚ୍ ପ୍ରୋ ଲିଗ୍: ଭାରତୀୟ ହକି ଦଳରେ ୩ ଓଡିଆ

ଓଡ଼ିଶାରେ ହେବାକୁ ଥିବା ଏଫଆଇଏଚ୍ ପ୍ରୋ ଲିଗ୍ ପାଇଁ ଭାରତୀୟ ହକି ଦଳ ଘୋଷଣା ହୋଇଯାଇଛି । ଗୁରୁବାର ହକି ଇଣ୍ଡିଆ ପକ୍ଷରୁ ୩୨ ଜଣିଆ ଭାରତୀୟ ପୁରୁଷ ଦଳ ଘୋଷଣା କରାଯାଇଛି ।

ଦଳରେ ୩ ଜଣ ଓଡ଼ିଆ ଖେଳାଳି ରହିଛନ୍ତି । ଓଡ଼ିଶାର ଶିଳାନନ୍ଦ ଲାକ୍ରା, ନିଲପ ସଞ୍ଜିପ୍ ଖେସ ଓ ଅମିତ ରୋହିଦାସ ଭାରତୀୟ ଦଳରେ ସାମିଲ ହୋଇଛନ୍ତି ।

FIH FIH Pro League

ଫେବ୍ରୁଆରୀ ୧୫ରୁ ଏଫଆଇଏଚ୍ ପ୍ରୋ ଲିଗ୍ ରାଜଧାନୀ ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି । ଭାରତ ଏହାର ପ୍ରଥମ ମ୍ୟାଚ୍‌ରେ ସ୍ପେନ୍‌କୁ ଭେଟିବ ।

ଏହାପରେ ଜର୍ମାନୀ, ଇଂଲଣ୍ଡ ଓ ଆୟର୍ଲାଣ୍ଡ ସହିତ ଭାରତୀୟ ହକି ଦଳର ମୁକାବିଲା ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+