ହକି ବିଶ୍ୱକପ୍ ୨୦୨୩: ଆଜି ସେମିଫାଇନାଲ, କଳିଙ୍ଗ ଷ୍ଟାଡିୟମରେ ହେବ ୨ଟି ମ୍ୟାଚ୍
ହକି ବିଶ୍ୱକପ୍ ୨୦୨୩ । ଆଜି ସେମିଫାଇନାଲ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟରେ ହେବ ୨ଟି ମ୍ୟାଚ୍ । ୪ଟି ଟିମ୍ ମଧ୍ୟରେ ହେବ ମୁକାବିଲା ।

ଭୁବନେଶ୍ୱର: ହକି ବିଶ୍ୱକପ୍ ୨୦୨୩ । ଆଜି ସେମିଫାଇନାଲ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟରେ ହେବ ୨ଟି ମ୍ୟାଚ୍ । ୪ଟି ଟିମ୍ ମଧ୍ୟରେ ହେବ ମୁକାବିଲା । ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆ ଏବଂ ଜର୍ମାନୀ ମଧ୍ୟରେ ହେବ କଡା ଟକ୍କର । ସନ୍ଧ୍ୟା ୪.୩୦ରେ ଆରମ୍ଭ ହେବ ମ୍ୟାଚ୍ ।
ତେବେ ଆଜି ଅଷ୍ଟ୍ରେଲିଆ ଭଲ ପ୍ରଦର୍ଶନ କରିବା ପାଇଁ ଚେଷ୍ଟା କରିବ ବୋଲି କହିଛନ୍ତି ଅଷ୍ଟ୍ରେଲିଆ କୋଚ୍ କୋଲିନ ବ୍ୟାଚ୍ । ସେହିପରି ଆଜି ସନ୍ଧ୍ୟା ୭ଟାରେ ଖେଳାଯିବ ଦ୍ୱିତୀୟ ମ୍ୟାଚ୍ । ମୁହାଁମୁହିଁ ହେବ ବେଲଜିୟମ୍ -ନେଦରଲ୍ୟାଣ୍ତସ୍ । ପ୍ରଥମ ସେମିଫାଇନାଲରେ ଜର୍ମାନୀକୁ ଅଷ୍ଟ୍ରେଲିଆ ଏବଂ ଦ୍ୱିତୀୟ ସେମିରେ ଗତଥରର ଚାମ୍ପିୟନ ବେଲଜିୟମକୁ ଭେଟିବ ନେଦରଲାଣ୍ଡସ। ଉଭୟ ମ୍ୟାଚ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ।
ସେହିପରି ଚଳିତ FIH ପୁରୁଷ ହକି ବିଶ୍ବକପରେ ଗତକାଲି କ୍ଲାସିଫିକେସନ୍ ମ୍ୟାଚରେ ଜାପାନକୁ ଭେଟିଥିଲା ଭାରତ । ପୁରୁଷ ହକି ବିଶ୍ୱକପରେ ଭାରତୀୟ ଦଳ କ୍ୱାର୍ଟର ଫାଇନାଲରୁ ବାଦ୍ ପଡିବାରେ ନବମ ସ୍ଥାନ ପାଇଁ ଖେଳଥିଲା । ଗତକାଲି ରାଉରକେଲାର ବିର୍ସା ମୁଣ୍ତା ଷ୍ଟାଜିୟମରେ ଖେଳାଯାଇଥିବା କ୍ଲାସିଫିକେସନ ମ୍ୟାଚରେ ଜାପାନକୁ ୮-୦ ଗୋଲରେ ହରାଇଛି ଭାରତ । ମ୍ୟାଚ ଜିତି ଭାରତୀୟ ଦଳ ନବମ ସ୍ଥାନରେ ରହିଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications