Get Updates
Get notified of breaking news, exclusive insights, and must-see stories!

ICC Champions Trophy: ଭାରତକୁ ୨୫୨ ରନ୍‌ର ଟାର୍ଗେଟ୍‌ ଦେଲା ନ୍ୟୁଜିଲାଣ୍ଡ

ଭାରତକୁ ୨୫୨ ରନ୍‌ର ଟାର୍ଗେଟ୍‌ ଦେଲା ନ୍ୟୁଜିଲାଣ୍ଡ । ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୨୫୧/୭। ୨୫୨ ରନ୍‌ କଲେ ICC ଚାମ୍ପିଅନ୍ସ ଟ୍ରଫି ଜିତିବ ଭାରତ। ୫୩ ରନ୍‌ର ଭଲ ଇନିଂସ ଖେଳିଲେ ବ୍ରାସୱେଲ।

ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ରବିବାର ଚାଲିଛି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମୁକାବିଲା। ଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡ ଅଧିନାୟକ ମିଚେଲ ସାଣ୍ଟନର ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଭାରତ ବୋଲିଂ ଆରମ୍ଭ କରିଥିଲା। ଭାରତର ଦମ୍‌ଦାର ବୋଲିଂ ଆଗରେ ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୭ ଉଇକେଟ ହରାଇ ୨୫୧ ରନ୍‌ରେ ଅଟକି ଯାଇଥିଲା। ଅନ୍ୟପକ୍ଷେ ଭାରତ ଆଗରେ ୨୫୨ ରନ୍‌ର ବିଜୟ ଟାର୍ଗେଟ ରଖିଛି ନ୍ୟୁଜିଲାଣ୍ଡ।

ICC Champions Trophy

୨୦୧୩ ସଂସ୍କରଣରେ ଚାମ୍ପିୟନ ହୋଇଥିବା ଭାରତ ଏଥର ତୃତୀୟ ଥର ପାଇଁ ଟାଇଟଲ ହାସଲ କରିବାକୁ ଲକ୍ଷ୍ୟ ରଖିଛି। ଭାରତ ୨୦୦୨ ସଂସ୍କରଣରେ ଶ୍ରୀଲଙ୍କା ସହିତ ମିଳିତ ଚାମ୍ପିୟନ ହୋଇଥିଲା। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଥର ପାଇଁ ଏହି ଆଇସିସି ଟୁର୍ନାମେଣ୍ଟ ଜିତିବାକୁ ଉଦ୍ୟମ ଜାରି ରଖିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+