ପ୍ରଥମ ଦିନିକିଆ: ବିରାଟଙ୍କ ଶତକ, ରୋହିତଙ୍କ ବିଗ୍ ହିଟ୍; ଶ୍ରୀଲଙ୍କା ଆଗରେ ବିଶାଳ ବିଜୟ ଲକ୍ଷ୍ୟ ଠିଆ କଲା ଭାରତ
ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଦିନିକିଆରେ ବିଶାଳ ରନ କରିଛି ଘରୋଇ ଭାରତୀୟ ଦଳ । କୋହଲିଙ୍କ ଶତକ ଓ ଆରମ୍ଭରୁ ରୋହିତଙ୍କ ବିଗ୍ ହିଟ୍ ବଳରେ ପ୍ରଥମ ଦିନିଆରେ ଭାରତ ୭ ୱିକେଟ ହରାଇ ୩୭୩ ରନ କରିଛି ।
ଗୌହାଟୀ: ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଦିନିକିଆରେ ବିଶାଳ ରନ କରିଛି ଘରୋଇ ଭାରତୀୟ ଦଳ । କୋହଲିଙ୍କ ଶତକ ଓ ଆରମ୍ଭରୁ ରୋହିତଙ୍କ ବିଗ୍ ହିଟ୍ ବଳରେ ପ୍ରଥମ ଦିନିଆରେ ଭାରତ ୭ ୱିକେଟ ହରାଇ ୩୭୩ ରନ କରିଛି । ଫଳରେ ବିପକ୍ଷ ଶ୍ରୀଲଙ୍କା ଆଗରେ ଏବେ ୩୭୪ ରନର ଟାର୍ଗେଟ ରହିଛି ।

ସ୍ଥାନୀୟ ବର୍ଷାପରା ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଶ୍ରୀଲଙ୍କାର ଅଧିନାୟକ ଦସୁନ ଶନକା ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି । ଫଳରେ ବ୍ୟାଟିଂ ପାଇଁ ଆସିଥିଲା ଭାରତ । ଭାରତ ଆରମ୍ଭରୁ ଚମତ୍କାର ପ୍ରଦର୍ଶନ କରିଥିଲା । ଦୁଇ ଓପନର ୧୪୩ ରନର ପାର୍ଟନରସିପ କରିଥିଲେ । ଏହି ମ୍ୟାଚରେ ଭାରତ ପକ୍ଷରୁ ବିରାଟ କୋହଲି ୧୧୩, ରୋହିତ ଶର୍ମା ୮୩, ଶୁଭମନ ଗିଲ ୭୦ ଓ କେଏଲ ରାହୁଲ ୩୯ ରନ କରିଥିଲେ ।
ତେବେ ୪୯ ଓଭର ଶେଷ ସୁଦ୍ଧା ଭାରତ ୭ ୱିକେଟ ହରାଇ ୩୬୭ ରନ କରିଥିଲା। ଶେଷ ଓଭର ବୋଲିଂ କରିବାକୁ ଆସିଥିଲେ କରୁଣାରତ୍ନେ । ସେ ମାତ୍ର ୬ ରନ ଦେବାରୁ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୭ ୱିକେଟ ହରାଇ ୩୭୩ ରନ କରିଛି ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications