Get Updates
Get notified of breaking news, exclusive insights, and must-see stories!

Champions Trophy 2025: ଦୁବାଇରେ ଭାରତର ହ୍ୟାଟ୍ରିକ ବିଜୟ, ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଲା ଭାରତ

ଦୁବାଇରେ ଭାରତର ହ୍ୟାଟ୍ରିକ ବିଜୟ, ଚାମ୍ପିୟନ୍ସ ଟ୍ରଫି ମୁକାବିଲାରେ ନ୍ୟୁଜିଲାଣ୍ଡକୁ ହରାଇଲା ଭାରତ। ୪୪ରନରେ ଭାରତ ହେଲା ବିଜୟୀ। ୨୦୫ ରନରେ ନ୍ୟୁଜିଲାଣ୍ଡ ଅଲ୍‌ଆଉଟ୍ ହୋଇଛି।

India beat New Zealand by 44 runs to face Australia in semifinal

ବରୁଣଙ୍କ ସ୍ପିନ୍‌ରେ ଧରାଶାୟୀ ନ୍ୟୁଜିଲାଣ୍ଡ, ସର୍ବାଧିକ ୫ଟି ୱିକେଟ ହାସଲ କଲେ ବରୁଣ । ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନର ଲକ୍ଷ୍ୟ ରଖାଯାଇଥିଲା । ତେବେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫ ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ କେନ ଓ୍ବିଲିୟମସନ ୮୧ ରନ କରିଥିବାବେଳେ ମିଚେଲ ସାଣ୍ଟନର ୨୮ ରନ ଓ ଓ୍ବିଲ ୟଙ୍ଗ ୨୨ ରନ କରିଥିଲେ । ଭାରତ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ୫ଟି ଓ କୂଳଦୀପ ଯାଦବ ୨ଟି ଓ୍ବିକେଟ ନେଇଥିଲେ । ଏହି ବିଜୟ ସହ ଭାରତ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭୋଟିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+