ନ୍ୟୁଜିଲାଣ୍ଡ ଆଗରେ ୨୭୨ ରନ୍ର ଟାର୍ଗେଟ ରଖିଲା ଭାରତ
ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ଶୃଙ୍ଖଳାର ପଞ୍ଚମ ତଥା ଶେଷ ମୁକାବିଲା ଆଜି ଖେଳାଯାଉଛି। ଏହି ମୁକାବିଲା ତିରୁଅନନ୍ତପୁରମସ୍ଥିତ ଗ୍ରିନଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ହୋଇଛି। ଭାରତ ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା।

ଈଶାନ କିଶନଙ୍କ ଶତକ ଏବଂ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ଟି ୱିକେଟ୍ ହରାଇ ୨୭୧ ରନ୍ ସଂଗ୍ରହ କରିଛି। ଫଳରେ ନ୍ୟୁଜିଲାଣ୍ଡକୁ ଏହି ମ୍ୟାଚ୍ ଜିତିବା ପାଇଁ ୨୭୨ ରନ୍ର ଲକ୍ଷ୍ୟ ମିଳିଛି।












Click it and Unblock the Notifications