ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ
ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ(BCCI) ଟାଟା ଆଇପିଏଲ-୨୦୨୬ ପାଇଁ ତାରିଖ ସ୍ଥିର କରିଛି।
ଆଗାମୀ ଇଣ୍ଡିଆନ୍ ପ୍ରିମିୟର ଲିଗ୍ ୨୦୨୬ ସିଜିନ୍ ଆନୁଷ୍ଠାନିକ ଭାବରେ ମାର୍ଚ୍ଚ ୨୮ରେ ଆରମ୍ଭ ହେବବୋଲି ପ୍ରସାରକ ଷ୍ଟାର ସ୍ପୋର୍ଟସ୍ ରବିବାର ନିଶ୍ଚିତ କରିଛନ୍ତି। ନ୍ୟୁଜିଲ୍ୟାଣ୍ଡ ବିରୋଧରେ ଆଇସିସି ଟି-୨୦ ବିଶ୍ୱକପ୍ ୨୦୨୬ ଫାଇନାଲ୍ ମ୍ୟାଚ ପୂର୍ବରୁ ଏହି ଆନୁଷ୍ଠାନିକ ଘୋଷଣା ହୋଇଛି।

More From
-
ଟ୍ରଫି ହାତେଇଲା ଟିମ ଇଣ୍ଡିଆ : ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ -
ୱେଲ୍ ଡନ୍ ଟିମ୍ ଇଣ୍ଡିଆ କହି ସୋସିଆଲ ମିଡିଆରେ ଶୁଭେଚ୍ଛା ଜଣାଇଲେ ଜଣାଇଲେ ମୋଦୀ -
ଟି-୨୦ ୱାଲ୍ଡକପ୍ରେ ‘କ୍ଲୋଜିଂ ସେରେମନି’ରେ ଜମିବ ଗ୍ଲୋବାଲ ଷ୍ଟାରଙ୍କ ଜଲୱା -
ରବିବାର ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ ଫାଇଟ୍; ଅପରାହ୍ଣ ୫.୩୦ରେ ଆରମ୍ଭ ହେବ ଉଦଯାପନୀ ଉତ୍ସବ -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ଇତିହାସ ରଚିଲା ଟିମ୍ ଇଣ୍ଡିଆ, ଫାଇନାଲରେ ୯୬ ରନରେ ଜିତି ଟାଇଟଲ ବଜାୟ ରଖିଲା ଭାରତ -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ?









Click it and Unblock the Notifications