Odisha Jobs: SDIPROର ଲିଖିତ ପରୀକ୍ଷା ପାଇଁ ଆସିଲା ତାରିଖ, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

ଭୁବନେଶ୍ୱର: ସରକାରୀ ଚାକିରି ଆଶାୟୀଙ୍କ ପାଇଁ ଆସିଲା ଖୁସି ଖବର। ଓଡ଼ିଶା ଲୋକସେବା ଆୟୋଗଙ୍କ ଦ୍ୱାରା SDIPRO ବା ସୂଚନା ଓ ଲୋକସେବା ଅଧିକାରୀ ପଦବୀ ପାଇଁ ଜାରି କରାଯାଇଥିବା ବିଜ୍ଞପ୍ତି ଆଧାରରେ ଏକାଧିକ ଆଶାୟୀ ଆବେଦନ କରିଛନ୍ତି। ଏବେ ଆୟୋଗ ଏହି ପଦବୀରେ ନିଯୁକ୍ତି ପାଇଁ ଲିଖିତ ପରୀକ୍ଷା କରିବାକୁ ସୂଚନା ପ୍ରଦାନ କରିଛି।

ଏଠାରେ କହି ରଖୁ କି ଏହି ପଦବୀ ପାଇଁ ଦୁଇଦିନ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ମାର୍ଚ୍ଚ ୨୯ ଓ ୩୦ ତାରିଖ ଦୁଇ ଦିନ ଧରି ଏହି ପରୀକ୍ଷା ଅନୁଷ୍ଠିତ ହେବ। ଉଭୟ ୨୯ ଓ ୩୦ ତାରିଖରେ ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମେ ଦିନ ୯.୩୦ରୁ ୧୧.୩୦ ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ୧.୩୦ରୁ ୩.୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଅନୁଷ୍ଠିତ ହେବ। ।

Odisha Jobs

ପ୍ରଥମ ଦିନ ପ୍ରଥମ ପର୍ଯ୍ୟାୟରେ ଓଡ଼ିଆ ଓ ଦ୍ୱିତୀୟ ପର୍ଯ୍ୟାୟରେ ଇଂରାଜୀ ଭାଷା ଉପରେ ଲିଖିତ ପରୀକ୍ଷା ଦେବେ ଆଶାୟୀ। ସେହିପରି ଦ୍ୱିତୀୟ ଦିନର ପ୍ରଥମ ପର୍ଯ୍ୟାୟରେ ଜେନେରାଲ ଆୱାରନେସ ଓ ଦ୍ୱିତୀୟ ପର୍ଯ୍ୟାୟରେ ସାମ୍ବାଦିକତା ଓ ଗଣ ଯୋଗାଯୋଗ କ୍ଷେତ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+