Get Updates
Get notified of breaking news, exclusive insights, and must-see stories!

ଆଜିଠୁ ବାରବାଟୀରେ ଅଫଲାଇନ୍ ଟିକେଟ୍ ବିକ୍ରି, ଟିକେଟ୍ ବିକ୍ରି ପୂର୍ବରୁ ଅସମ୍ଭାଳ ଭିଡ଼

ଆଉ କିଛି ସମୟ ପରେ ଖୋଲିବ କାଉଣ୍ଟର । ତା' ପୂର୍ବରୁ ଲାଗିଛି କାଉଣ୍ଟର ଆଗରେ ଲମ୍ବା ଲାଇନ । ଟିକେଟ୍‌ ପାଇବା ୧୨ ଘଣ୍ଟାରୁ ଅଧିକ ସମୟ ଧରି ଅପେକ୍ଷା କରିଛନ୍ତି ଫ୍ୟାନ। କାଉଣ୍ଟରରେ ମାତ୍ର ୧୦ ହଜାର ଟିକେଟ ବିକ୍ରି ହେବ । ତେଣୁ ଟିକେଟ ମିଳିବ କି ନାହିଁ ତାହାକୁ ନେଇ ଏବେ ସନ୍ଦେହ ଦେଖା ଦେଇଛି ।

Barabati

ତେବେ ଗତକାଲି ସନ୍ଧ୍ୟାରୁ ଫ୍ୟାନ୍ ଟିକେଟ୍‌ ପାଇଁ ଷ୍ଟାଡିୟମ ବାହାରେ ଜମା ହୋଇଥିଲେ। ପରେ ସ୍ଥିତି ସାଂଘାତିକ ହୋଇଥିଲା ସ୍ଥିତି । ଦର୍ଶକଙ୍କୁ ନିୟନ୍ତ୍ରଣ କରିବାରେ ପୋଲିସ ନକେଦମ ହୋଇଥିଲା। ତେବେ ଅସମ୍ଭାଳ ଭିଡ଼କୁ ନଜରରେ ରଖି ପୁଲିସ ଲୋକଙ୍କୁ ପର୍ଯ୍ୟାୟକ୍ରମେ ବ୍ୟାରିକେଡ୍‌ ଭିତରକୁ ଛାଡ଼ିଥିଲା । ଆଜି ମଧ୍ୟ ସମାନ ସ୍ଥିତି ଲାଗି ରହିଛି । କାଉଣ୍ଟର ଆଗରେ ଅସମ୍ଭାଳ ଭିଡ଼ ଜମିଥିବା ବେଳେ ଫ୍ୟାନଙ୍କ ଭିତରେ ଅସନ୍ତୋଷ ବି ଦେଖିବାକୁ ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+