ବାରବାଟୀ T-20 ମ୍ୟାଚ୍ ପାଇଁ କାଲିଠୁ ଅନଲାଇନ୍ ଟିକେଟ୍ ବିକ୍ରି । nbsp;ଏନେଇ ସୂଚନା ଦେଲେ OCA ସମ୍ପାଦକ ସଞ୍ଜୟ ବେହେରା। ଅନଲାଇନରେ କେବଳ ୨ ହଜାର ଟିକେଟ୍ ବିକ୍ରି କରାଯିବ । nbsp;