For Quick Alerts
Turn On Notification  
For Daily Alerts
Oneindia App Download

ଭାରତ-ପାକ ମ୍ଯାଚକୁ ବିରୋଧ କଲେ ଓବେସି

By Staff
|

ନୂଆଦିଲ୍ଲୀ: ଟି20 ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚକୁ ବିରୋଧ ଆରମ୍ଭ ହୋଇଛି । କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ, ତାରକିଶୋର ପ୍ରସାଦଙ୍କ ପରେ ଏବେ ଏଆଇଏମଆଇଏମ ସଭାପତି ଅସଦଉଦ୍ଦିନ ଓୱାଇସି ଏହାକୁ ବିରୋଧ କରିଛନ୍ତି । ଜମ୍ମୁ-କଶ୍ମୀରରେ ୯ ଯବାନ ନିହତ ହେଲେଣି, ଅନ୍ୟ ରାଜ୍ୟର ନିରୀହ ଲୋକମାନଙ୍କୁ ଆତଙ୍କବାଦୀମାନେ ଟାର୍ଗେଟ କରୁଛନ୍ତି ଆଉ ଏ ସମୟରେ ଆମେ ଭାରତ-ପାକ ଟି20 ମ୍ୟାଚ ଦେଖିବୁ ବୋଲି ସେ କହିଛନ୍ତି ।

T20 Owaisi

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସେ ଏ ନେଇ କଡା ସମାଲୋଚନା କରିଛନ୍ତି । ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଏବଂ ଲଦାଖରେ ଚୀନର ଅନୁପ୍ରବେଶ ନେଇ ମଧ୍ୟ ସେ ସରକାରଙ୍କୁ ଘେରିଛନ୍ତି । ସୂଚନାଯୋଗ୍ୟ, ଟି୨୦ ବିଶ୍ୱକପରେ ଚଳିତ ମାସ ୨୪ରେ ଭାରତ-ପାକ ମଧ୍ୟରେ ମ୍ୟାଚ ଖେଳାଯିବା କାର୍ଯ୍ୟକ୍ରମ ରହିଛି

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Owaisi also comes out against India Pak match
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X