ଘୋଷଣା ହେଲା ପ୍ୟାରିସ ୨୦୨୪ ଅଲମ୍ପିକ୍ସ ପାଇଁ ଭାରତୀୟ ହକି ଦଳ, ଜାଣନ୍ତୁ କିଏ ପାଇଲା ସ୍ଥାନ?
ନୂଆଦିଲ୍ଲୀ : ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଦଳ ଘୋଷଣା କରାଯାଇଛି । ଏହି ତାଲିକାରେ ୫ ଜଣ ଡେବ୍ୟୁାଣ୍ଟ ରହିଛନ୍ତି । ଦଳର ନେତୃତ୍ୱ ହରମାନପ୍ରୀତ୍ ସିଂ ନେବେ । ଉପଅଧିନାୟକ ଭାବରେ ହାର୍ଦ୍ଦିକ ସିଂଙ୍କୁ ଦଳର ସାମିଲ କରାଯାଇଛି । ଅଲମ୍ପିକ୍ସ ଦଳରେ ଅମିତ ରୋହିଦାସ ଏକମାତ୍ର ଓଡ଼ିଆ ଖେଳାଳି ଭାବେ ସାମିଲ ହୋଇଛନ୍ତି ।
ବେଙ୍ଗାଲୁରୁ କ୍ୟାମ୍ପରେ ଦୀର୍ଘ ଦିନର ପ୍ରସ୍ତୁତି ପରେ ଦଳରେ ୫ ନବାଗତଙ୍କ ସହିତ ଅଭିଜ୍ଞ ଖେଳାଳିଙ୍କୁ ନେଇ ଏକ ଶକ୍ତିଶାଳୀ ଟିମ୍ ଘୋଷଣା କରାଯାଇଛି । ଡ୍ରାଗ-ଫ୍ଲିକର ତଥା ଡିଫେଣ୍ଡର ହର୍ମନପ୍ରୀତ ଦଳର ନେତୃତ୍ୱ ନେଉଥିଲା ବେଳେ ମାଧ୍ୟ୍ୟକ୍ରମର ଖେଳାଳି ହାର୍ଦିକ ସିଂହ ଉପ-ଅଧିନାୟକ ଦାୟିତ୍ୱ ମିଳିଛି ।

ଦଳରେ ଭେଟେରାନ ଗୋଲକିପର ପି.ଆର ଶ୍ରୀଜେଶ ଏବଂ ମିଡଫିଲ୍ଡର ମନପ୍ରୀତ ସିଂ ମଧ୍ୟ ରହିଛନ୍ତି, ଉଭୟେ ଚତୁର୍ଥ ଥର ପାଇଁ ଅଲିମ୍ପିକ୍ ଖେଳିବେ । ପ୍ରତିରକ୍ଷାରେ ହରମାନପ୍ରୀତ ସିଂ, ଜରମନପ୍ରୀତ ସିଂ, ଅମିତ ରୋହିଦାସ, ସୁମିତ ଏବଂ ସଞ୍ଜୟ ଥିବାବେଳେ ମିଡଫିଲ୍ଡରେ ରାଜ କୁମାର ପାଲ, ଶ୍ୟାମଶର ସିଂ, ମନପ୍ରୀତ ସିଂ, ହାର୍ଦ୍ଦିକ ସିଂ ଏବଂ ବିବେକ ସାଗର ପ୍ରସାଦଙ୍କ ଅବଦାନ ଦେଖିବାକୁ ମିଳିବ । ସେହିପରି ଫରୱାର୍ଡ ଲାଇନରେ ଅଭିଷେକ, ସୁଖଜିତ ସିଂ, ଲଳିତ କୁମାର ଉପାଧ୍ୟାୟ, ମନଦୀପ ସିଂ ଏବଂ ଗୁରୁଜନ୍ତ ସିଂଙ୍କ ଭଳି ଖେଳାଳି ରହିଛନ୍ତି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications