ପ୍ୟାରିସ୍‌ ପାରାଲିମ୍ପିକ୍ସ ପଦକ ବିଜେତାଙ୍କ ପାଇଁ ପୁରସ୍କାର ରାଶି ଘୋଷଣା, କାହାକୁ ମିଳିବ କେତେ ଟଙ୍କା ?

ପ୍ୟାରିସ୍‌ ପାରାଲିମ୍ପିକ୍ସରେ ପଦକ ଜିତିଥିବା ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି କେନ୍ଦ୍ର ସରକାରଙ୍କ କ୍ରୀଡ଼ା ମନ୍ତ୍ରଣାଳୟ । କ୍ରୀଡ଼ାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ମଙ୍ଗଳବାର ଏହି ଘୋଷଣା କରିଛନ୍ତି । ସ୍ବର୍ଣ୍ଣ ବିଜେତାଙ୍କୁ ୭୫ ଲକ୍ଷ, ରୌପ୍ୟ ବିଜେତାଙ୍କୁ ୫୦ ଲକ୍ଷ ଓ ବ୍ରୋଞ୍ଜ ବିଜେତାଙ୍କ ପାଇଁ ୩୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରାଯାଇଛି । ସେହିପରି ମିକ୍ସଡ ଇଭେଣ୍ଟରେ ପଦକ ହାସଲ କରିଥିବା ଶୀତଲ ଦେବୀଙ୍କ ପରି ଆଥ୍‌ଲେଟଙ୍କୁ ୨୨.୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ମିଳିବ ।

Paris Paralympics medalists

ସେହିପରି ଆଗାମୀ ୨୦୨୮ ଲସ୍‌ଏଞ୍ଜେଲ୍ସ ପାରାଲିମ୍ପିକ୍ସ ପାଇଁ ଆଥ୍‌ଲେଟମାନଙ୍କୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦିଆଯିବ ବୋଲି ମାଣ୍ଡବ୍ୟ ପ୍ରତିଶ୍ରୁତି ଦେଇଛନ୍ତି। ଚଳିତ ସଂସ୍କରଣରେ ଭାରତ ୭ ସ୍ବର୍ଣ୍ଣ, ୯ ରୌପ୍ୟ ଓ ୧୩ ବ୍ରୋଞ୍ଜ ପଦକ ସହ ମୋଟ ୨୯ ପଦକ ହାସଲ କରି ୧୮ତମ ସ୍ଥାନରେ ରହିଥିଲା। ଏହା ବ୍ୟତୀତ ଭାରତର ପାରାଲିମ୍ପିକ୍ସ ପଦକ ସଂଖ୍ୟା ୫୦ ଅତିକ୍ରମ କରିସାରିଛି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+