ଆଜିଠୁ ବର୍ଷା ! ଏହିସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Odisha Weather: ଆଜି ରାଜ୍ୟରେ ବଦଳିବ ପାଗ । ୧୯ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପାଇଁ ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ଗୁରୁବାର ଦିନ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିଂହପୁର ଆଜି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ଯେଉଁଥି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Rain from today

ସେହିପରି ୨୦ ଏବଂ ୨୧ ତାରିଖରେ ମୟୂରଭଞ୍ଚ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ଯେଉଁଥି ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+