Champions Trophy 2025: ବାଂଲାଦେଶକୁ ୬ ୱିକେଟରେ ହରାଇଲା ଭାରତ,ଶୁବମନ ଗିଲ୍ଙ୍କ ଅପରାଜିତ ଶତକ
ଆଇସିସି ଚାମ୍ପିୟନ୍ସ ଟ୍ରଫିର ଏକ ମ୍ୟାଚରେ ଭାରତ ବାଂଲାଦେଶକୁ ୬ ୱିକେଟରେ ପରାସ୍ତ କରି ନିଜର ବିଜୟ ଅଭିଯାନ ଆରମ୍ଭ କରିଛି । ଏହି ମ୍ୟାଚରେ ବାଂଲାଦେଶ ଭାରତ ଆଗରେ ୨୨୯ ରନର ବିଜୟ ଲକ୍ଷ୍ୟ ରଖିଥିବାବେଳେ ଭାରତ ୪୬.୩ ଓଭରରେ ୨୩୧ ରନ କରି ବିଜୟୀ ହୋଇଥିଲା ।ଭାରତୀୟ ଇନିଂସର ମୁଖ୍ୟ ଆକର୍ଷଣ ଥିଲା ଶୁଭମନ ଗିଲଙ୍କ ଲଢୁଆ ଶତକ ।

ସେ ୧୨୯ ବଲରେ ୧୦୧ ରନ କରିଥିଲେ । ଅଧିନାୟକ ରୋହିତ ଶର୍ମା ଓ କେଏଲ ରାହୁଲ ୪୧ ରନ ଲେଖାଏଁ କରିଥିଲେ । ବିରାଟ କୋହଲି ୨୨ ରନ କରିଥିଲେ ।












Click it and Unblock the Notifications