ଇତିହାସ ରଚିଲା ଦକ୍ଷିଣ ଆଫ୍ରିକା,ଅଷ୍ଟ୍ରେଲିଆକୁ ୫ ୱିକେଟରେ ହରାଇ ଦକ୍ଷିଣ ଆଫ୍ରିକାWTC ଚାମ୍ପିୟନ
ଇତିହାସ ସୃଷ୍ଟି କରିଛି ଦକ୍ଷିଣ ଆଫ୍ରିକା । ଲଣ୍ଡନର ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଉଥିବା ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲରେ ଅଷ୍ଟ୍ରେଲିଆକୁ ୫ ଓ୍ବିକେଟ ହରାଇ ଚାମ୍ପିୟନ ହୋଇଛି ଏହି ଆଫ୍ରିକୀୟ ଦଳ । ବିଶ୍ଵ ଟେଷ୍ଟ ଚମ୍ପିଆନଶିପ(ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଷ୍ଟ୍ରେଲିଆକୁ ୫ ଉଇକେଟରେ ହରାଇ ଏହି ଆଇସିସି ଟ୍ରଫି ହାସଲ କରିଛି। ଦୀର୍ଘ ୨୭ ବର୍ଷ ପରେ ଦଳ ଡବ୍ଲ୍ୟୁଟିସି ଜିତି ଇତିହାସ ରଚିଛି। ଦଳର ଏହି ବିଜୟ ପଛରେ ଏଡେନ ମର୍କରମଙ୍କ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ସେ ୧୩୬ ରନ କରି ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ।













Click it and Unblock the Notifications