IPL 2025: ୪୪ ରନରେ ରାଜସ୍ଥାନ ରୟାଲ୍ସକୁ ହରାଇଲା ସନରାଇଜର୍ସ ହାଇଦ୍ରାବାଦ

ଚଳିତ ଇଣ୍ଡିଆନ ପ୍ରିମିୟର ଲିଗର ରବିବାର ଅନୁଷ୍ଠିତ ହାଇ ସ୍କୋରିଂ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦ ୪୪ ରନରେ ରାଜସ୍ଥାନ ରୟାଲ୍ସ ପରାସ୍ତ କରି ଅଭିଯାନ ଆରମ୍ଭ କରିଛି । ଈଶାନ କିଶାନଙ୍କ ବିସ୍ଫୋରକ ଶତକ ଦଳର ବିଜୟରେ ମୂଖ୍ୟ ଭୂମିକା ଗ୍ରହଣ କରିଥିଲା । ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରି ଆଇପିଏଲ ଇତିହାସର ଦ୍ୱିତୀୟ ସର୍ବାଧିକ ସ୍କୋର ୨୮୬ ରନ ସଂଗ୍ରହ କରିଥିଲା ।

ipl

ବିଜୟ ପାଇଁ ରାଜସ୍ଥାନ ଆଗରେ ୨୮୭ ରନର ଲକ୍ଷ୍ୟ ରହିଥିଲା ବେଳେ ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୬ ଓ୍ବିକେଟ ହରାଇ ମାତ୍ର ୨୪୨ ରନ କରିପାରିଥିଲା । ଦଳ ପକ୍ଷରୁ ସଂଜୁ ସାମସନ ୬୬ ରନ, ଧ୍ରୁବ ଜୁରେଲ ୭୦ ଓ ସିମରନ ହେଟମେୟର ୪୨ରନ କରିଥିଲେ । ହାଇଦ୍ରାବାଦ ପକ୍ଷରୁ ସିମରନଜିତ ସିଂ ଓ ହର୍ଷଲ ପଟେଲ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+