ଟି-୨୦ ବିଶ୍ୱକପ ଦ୍ବିତୀୟ ସେମିଫାଇନାଲ: ପ୍ରଥମେ ବ୍ୟାଟିଂ କରୁଛି ଭାରତ
ଟି-20 ବିଶ୍ୱକପ 2ୟ ସେମିଫାଇନାଲରେ ଭାରତ ବନାମ ଇଂଲଣ୍ଡ ମହାମୁକାବିଲା । ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଇଂଲଣ୍ତ । ଫଳରେ ପ୍ରଥମେ ବ୍ୟାଟିଂ କରୁଛି ଟିମ୍ ଇଣ୍ତିଆ ।
ଆଡିଲେଡ୍: ଟି-20 ବିଶ୍ୱକପ 2ୟ ସେମିଫାଇନାଲରେ ଭାରତ ବନାମ ଇଂଲଣ୍ଡ ମହାମୁକାବିଲା । ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଇଂଲଣ୍ତ । ଫଳରେ ପ୍ରଥମେ ବ୍ୟାଟିଂ କରୁଛି ଟିମ୍ ଇଣ୍ତିଆ ।

- ଭାରତୀୟ ଦଳ: ରୋହିତ ଶର୍ମା(ଅଧିନାୟକ), ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, କେ.ଏଲ୍.ରାହୁଲ, ହାର୍ଦ୍ଦିକ ପାଣ୍ତ୍ୟା,ଋଷଭ ପନ୍ତ, ଅକ୍ଷର ପଟେଲ, ରବିଚନ୍ଦ୍ରନ ଅଶ୍ୱିନ୍, ଭୁବନେଶ୍ୱର କୁମାର, ମହମ୍ମଦ ଶାମି, ଅର୍ଶଦୀପ ସିଂ ।
- ଇଂଲଣ୍ତ ଦଳ: ଜସ୍ ବଟଲର୍(ଅଧିନାୟକ), ଆଲେକ୍ସ ହେଲ୍ସ, ବେନ୍ ଷ୍ଟୋକ୍ସ, ହାରି ବ୍ରୁକ୍, ଲିଅମ୍ ଲିଭିଙ୍ଗଷ୍ଟୋନ୍, ମୋଇନ୍ ଅଲି, ସାମ୍ କରନ୍, କ୍ରିସ୍ ଜୋର୍ଡାନ୍, କ୍ରିସ୍ ୱୋକ୍ସ, ଆଦିଲ୍ ରାସିଦ୍ ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications