Get Updates
Get notified of breaking news, exclusive insights, and must-see stories!

ପୁରୀ ଅଭିମୁଖେ ଟିମ୍‌ ଇଣ୍ଡିଆର ଖେଳାଳି, ଶ୍ରୀମନ୍ଦିରରେ କରିବେ ମହାପ୍ରଭୁଙ୍କ ଦର୍ଶନ

ମ୍ୟାଚ୍ ପୂର୍ବରୁ ଜଗା ଦର୍ଶନ କରିବେ ଟିମ୍ ଇଣ୍ଡିଆର କିଛି ଖେଳାଳି । କୋଚ ଗୌତମ ଗମ୍ଭୀର, ଅଧିନାୟକ ସୂର୍ଯ୍ୟ କୁମାର ଯାଦବ, ତିଳକ ବର୍ମା, ୱାଶିଂଟନ ସୁନ୍ଦର, ହାର୍ଦ୍ଦିକ ପାଣ୍ଡ୍ୟା ଖେଳାଳି ପୁରୀ ଗସ୍ତ କରିଛନ୍ତି । T20 ସିରିଜ୍ ପୂର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ନେବ ଟିମ୍ ଇଣ୍ଡିଆ ।

Team India

କଟକ ବାରବାଟୀ ଷ୍ଟାଡ଼ିୟମ୍‌ରେ ହେବାକୁ ଥିବା କ୍ରିକେଟ୍ ମ୍ୟାଚ୍‌କୁ ନେଇ ରହିଛି ପ୍ରତ୍ୟେକଙ୍କ ମନରେ ଉତ୍ସାହ । ଆଜି ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ। ଆଜି ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ । ଟେଷ୍ଟ ସିରିଜ ହାରିବା ପରେ ଭାରତ ଦିନିକିଆ ସିରିଜରେ ବିଜୟୀ ହୋଇ ପ୍ରତିଶୋଧ ନେଇଥିଲା । ଏବେ ଟି-୨୦ ସିରିଜ୍ ଅଭିଯାନ ବାରବାଟୀ ବିଜୟରୁ ଆରମ୍ଭ କରିବାକୁ ଟିମ୍ ଇଣ୍ଡିଆ ଜୋରଦାର ପ୍ରସ୍ତୁତି କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+