Get Updates
Get notified of breaking news, exclusive insights, and must-see stories!

ପାକିସ୍ତାନ ଯିବ ନାହିଁ ଟିମ୍ ଇଣ୍ତିଆ ! ଏହି ସ୍ଥାନରେ ହୋଇପାରେ ଚାମ୍ପିଅନ୍ସ ଟ୍ରଫି ମ୍ୟାଚ୍

Champions Trophy 2025 IND vs PAK: ଚାମ୍ପିଅନ୍ସ ଟ୍ରଫି 2025 ପାକିସ୍ତାନରେ ଆୟୋଜିତ ହେବ । ହେଲେ ଏହି ଟୁର୍ନାମେଣ୍ଟ ପାଇଁ ଟିମ୍ ଇଣ୍ଡିଆ ପାକିସ୍ତାନ ଯବ ନାହିଁ ବୋଲି ସ୍ପଷ୍ଟ ହୋଇଛି । ଏକ ରିପୋର୍ଟ ଅନୁଯାୟୀ, ଭାରତରେ କ୍ରିକେଟ୍ ବୋର୍ଡ ଆଇସିସି ସହିତ ଏ ସମ୍ପର୍କରେ ଆଲୋଚନା କରିବ। ଏଥର ହାଇବ୍ରିଡ ମଡେଲ ଅଧୀନରେ ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହୋଇପାରିବ । ଟିମ୍ ଇଣ୍ଡିଆର ମ୍ୟାଚ୍ ଦୁବାଇ କିମ୍ବା ଶ୍ରୀଲଙ୍କାରେ ଅନୁଷ୍ଠିତ ହେବାର ସମ୍ଭାବନା ରହିଛି । ତେବେ ଏହାପୂର୍ବରୁ ଏସିଆ କପରେ ମଧ୍ୟ ସମାନ ଘଟଣା ଘଟିଥିଲା।

ANI ରିପୋର୍ଟ ଅନୁସାରେ, ଟିମ୍ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫି ପାଇଁ ପାକିସ୍ତାନ ଯିବାର କୌଣସି ସମ୍ଭାବନା ନାହିଁ। ଦୁବାଇ କିମ୍ବା ଶ୍ରୀଲଙ୍କାରେ ମ୍ୟାଚ୍ ଆୟୋଜନ କରିବାକୁ ବିସିସିଆଇ ଆଇସିସି ସହ ଆଲୋଚନା କରିବ । ତେବେ ଖବର ଏହା ମଧ୍ୟ ରହିଛି ଯେ ଅବଶିଷ୍ଟ ମ୍ୟାଚ୍ ପାକିସ୍ତାନରେ ଖେଳାଯିବ ହେଲେ କେବଳ ଟିମ୍ ଇଣ୍ତିଆ ମ୍ୟାଚ୍ ଅନ୍ୟସ୍ଥାନରେ ଖେଳାଯିବ । ଏହାପୂର୍ବରୁ ଏସିଆ କପରେ ମଧ୍ୟ ସମାନ ଘଟଣା ଘଟିଥିଲା ଯାହା ପରେ ଭାରତ ଏହାର ସମସ୍ତ ମ୍ୟାଚ୍ ଶ୍ରୀଲଙ୍କାରେ ଖେଳିଥିଲା ।

Champions Trophy 2025

ଏକା ଜାତୀୟ ଗଣମାଧ୍ୟନ ସୂଚନା ଅନୁସାକେ, ଟିମ୍ ଇଣ୍ଡିଆର କୌଣସି ଖେଳାଳି ପାକିସ୍ତାନ ଯିବାକୁ ପ୍ରସ୍ତୁତ ନୁହଁନ୍ତି । କିନ୍ତୁ ପାକିସ୍ତାନ କ୍ରିକେଟ୍ ଦଳ ଗତ ବର୍ଷ ଏକଦିବସୀୟ ବିଶ୍ୱକପ ପାଇଁ ଭାରତ ଆସିଥିଲେ। ଯାହାକୁ ନେଇ ବର୍ତ୍ତମାନ ଆଲୋଚନା ଜାରି ରହିଛି ।

ନିକଟରେ ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫିର ଡ୍ରାଫ୍ଟ ଆଇସିସିରେ ଦାଖଲ କରିଥିଲା। ପାକିସ୍ତାନ କ୍ରିକେଟ୍ ବୋର୍ଡ ମଧ୍ୟ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରସ୍ତୁତ କରିଥିଲା। ସେ ଲାହୋରରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ୍ ଆୟୋଜନ କରିବାକୁ ଯୋଜନା କରିଥିଲେ। ମାର୍ଚ୍ଚ ୨ ରେ ଏହି ମ୍ୟାଚ୍ ଖେଳାଯାଇଥାନ୍ତା କିନ୍ତୁ ଟିମ୍ ଇଣ୍ଡିଆ ପାକିସ୍ତାନ ଗସ୍ତରେ ଯାଇ ନଥିଲା । ଫଳରେ ସମସ୍ତ ପ୍ରସ୍ତୁତି ବେକାର ଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+