ଶ୍ରୀମନ୍ଦିରରେ ପହଞ୍ଚିଲା ଆଇପିଏଲ ଟ୍ରଫି, ଚାଲିଛି ପୂଜାର୍ଚ୍ଚନା

ପୁରୀରେ ଆଇପିଏଲ ଟ୍ରଫି। ଆସନ୍ତା ମାର୍ଚ୍ଚରୁ ଆଇପିଏଲ୍ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହା ପୂର୍ବରୁ ଆଇପିଏଲ ଟ୍ରଫିକୁ ଶ୍ରୀମନ୍ଦିର ଅଣାଯାଇ ମହାପ୍ରଭୁଙ୍କ ନିକଟରେ ପୂଜାର୍ଚ୍ଚନା କରାଯାଇଛି।

IPL trophy

କୋଲକତା ନାଇଟ ରାଇଡର୍ସ ପ୍ରାଞ୍ଚାଇଜ୍‌ର ସଦସ୍ୟ ମାନେ ଏହି ଟ୍ରଫି ଆଜି ଶ୍ରୀମନ୍ଦିରକୁ ଆଣି ପୂଜାର୍ଚ୍ଚନା କରିଛନ୍ତି। ଏହି ଟ୍ରଫିକୁ ଦେଖିବା ପାଇଁ ପ୍ରବଳ ଲୋକଙ୍କ ସମାଗମ ହୋଇଥିଲା। ତେବେ ଗତବର୍ଷ କୋଲକାତା ନାଇଟ ରାଇଡର୍ସ ଆଇପିଏଲ୍ ଟ୍ରଫି ହାତେଇଥିବା ବେଳେ ଚଳିତ ଆଇପିଏଲ ଟ୍ରଫି ପୁନର୍ବାର କିଭଳି ନିଜ କବଜାରେ ରଖିବ ସେନେଇ ସଦସ୍ୟ ମାନେ ଆଶାବାଦୀ ଅଛନ୍ତି। ଅନ୍ୟପଟେ ଆଇପିଏଲ୍ ଟ୍ରଫି ଦେଖି ସେବାୟତ ମାନେ ବେଶ୍ ଉତ୍ସାହିତ ହୋଇ ପଡିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+